Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁଏସ୍‌ ଓପନ୍‌ : ଫାଇନାଲ୍‌ ମୁକାବିଲାରେ ନାଦାଲ-ମେଦଭେଦେଭ ମୁକାବିଲା
ଆଜିର ଖବର

ୟୁଏସ୍‌ ଓପନ୍‌ : ଫାଇନାଲ୍‌ ମୁକାବିଲାରେ ନାଦାଲ-ମେଦଭେଦେଭ ମୁକାବିଲା

September 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ୟୁଏସ୍‌ ଓପନ୍‌ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି ରାଫେଲ ନାଦାଲ ଏବଂ ଡାନିଲ୍‌ ମେଦେଭେଦେଭ । ନାଦାଲ ନିଜ କ୍ୟାରିୟରର 19 ତମ ଗ୍ରାଣ୍ଡଗସ୍ଲାମ୍‌ ହାସଲ ଲକ୍ଷ୍ୟରେ ରହିଥିବା ବେଳେ ମେଦଭେଦେଭ୍‌ଙ୍କର ଏହା ପ୍ରଥମ ଗ୍ରାଣ୍ଡସ୍ଲାମ ଫାଇନାଲ୍‌ । ଶନିବାର ଅନୁଷ୍ଠିତ ସେମି ଫାଇନାଲ୍‌ ମ୍ୟାଚ୍‌ରେ ନାଦାଲ ଇଟାଲୀର ମାଟେଓ ବେରେଟ୍ଟିନୀଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ଫାଇନାଲ୍‌ରେ ପ୍ରବେଶ କରିଛନ୍ତି । ନାଦାଲ 7-6(6), 6-4 ଏବଂ 6-1 ସେଟ୍‌ରେ ବେରେଟ୍ଟିନୀଙ୍କୁ ପରାସ୍ତ କରି ଫାଇନାଲ୍‌ରେ ପହଞ୍ଚିଛନ୍ତି । ସେହିପରି ଶୁକ୍ରବାର ଅନୁଷ୍ଠିତ ଅନ୍ୟ ଏକ ସେମିରେ ମେଦଭେଦେଭ୍‌ ଅନ୍ୟତମ ଋଷ ଖେଳାଳି ଗ୍ରିଗୋରୀ ଦିମିତ୍ରୋଭଙ୍କୁ 7-6(5), 6-4 ଏବଂ 6-3 ସେଟ୍‌ରେ ପରାସ୍ତ କରି ଫାଇନାଲ୍‌ରେ ପହଞ୍ଚିଛନ୍ତି । 2005 ପରେ ପ୍ରଥମ ଋଷ ଖେଳାଳି ଭାବରେ କୌଣସି ଗ୍ରାଣ୍ଡସ୍ଲାମ ଫାଇନାଲ୍‌ରେ ପହଞ୍ଚିଛନ୍ତି ମେଦଭେଦେଭ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.