Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂତନ ନିୟମକୁ ନେଇ ଭୟଭୀତ ନ ହେବାକୁ ପରାମର୍ଶ ଦେଲେ ପରିବହନ ସଚିବ
ଆଜିର ଖବର

ନୂତନ ନିୟମକୁ ନେଇ ଭୟଭୀତ ନ ହେବାକୁ ପରାମର୍ଶ ଦେଲେ ପରିବହନ ସଚିବ

September 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସେପ୍ଟେମ୍ବର ୧ ତାରିଖରୁ ଦେଶରେ ନୂଆ ନୂତନ ମୋଟର ଯାନ ସଂଶୋଧିତ ଆଇନ୍‌ ଲାଗୁ ହେବା ପରେ ରାଜ୍ୟରେ ଏନେଇ ବେଶ୍‌ କଡ଼ାକଡ଼ି ନିୟମ ପାଳନ କରାଯାଉଛି । ନୂତନ ନିୟମ ଅନୁସାରେ ଧରପଗଡ଼ ଜୋରଦାର୍‌ ଚାଲିଥିବାବେଳେ ୧୦ ଗୁଣା ଜରିମାନା ଆଦାୟ ସାଧାରଣ ପକେଟକୁ ଭାରି ବାଧୁଛି । ଏହାକୁ ନେଇ ସାଧାରଣରେ ଏକ ଭୟ ବାତାବରଣ ଦେଖାଦେଇଛି । ତେବେ ନୂଆ ସଡକ ସୁରକ୍ଷା ଆଇନ୍‌ ନେଇ ପରିବହନ ସଚିବ ଜି. ଶ୍ରୀନିବାସ ସୂଚନା ଦେଇ କହିଛନ୍ତି ଯେ ଏନେଇ କେହି ଭୟଭୀତ ହେବା ଦରକାର ନାହିଁ ।  ଯେଉଁମାନେ କାଗଜପତ୍ର କରିନାହାନ୍ତି, ସେମାନେ କରିନିଅନ୍ତୁ ।  ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ସେଣ୍ଟ୍ରାଲ୍‌ ଆକ୍ଟରେ ଆଇନ୍‌ ହେଉଛି । ସବୁ ରାଜ୍ୟ ଏହି ସେଣ୍ଟ୍ରାଲ୍‌ ଆକ୍ଟକୁ ଲାଗୁ କରୁଛନ୍ତି । କର୍ମଚାରୀ ନିୟମ ବାହାରେ କାମ କଲେ ଦଣ୍ଡିତ ହେବେ । ସେହିପରି ଲୋକମାନଙ୍କୁ ହଇରାଣ ନ କରିବାକୁ ଆର୍‌ଟିଓମାନଙ୍କୁ ସଚିବ ପରାମର୍ଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.