Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳର ଗୁମର ଫିଟାଇଲେ ଅମର, ଅମରଙ୍କ ସହ ସ୍ବର ମିଳାଇଲେ ଶରତ
ଆଜିର ଖବର

ଦଳର ଗୁମର ଫିଟାଇଲେ ଅମର, ଅମରଙ୍କ ସହ ସ୍ବର ମିଳାଇଲେ ଶରତ

September 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିଜ ଦଳର ଗୁମର ଫିଟାଇଲେ ଅମର ପ୍ରଧାନ । ବିସ୍ଫାେରକ ବୟାନ ଦେଇଛନ୍ତି କଂଗ୍ରେସର ଏହି ନେତାଜଣକ ।  କଂଗ୍ରେସ ଭିତରେ ଭିଲେନ ଅଛନ୍ତି ବୋଲି କହିଲେ ଅମର । ଏହି ଭିଲେନମାନେ କଂଗ୍ରେସରେ ରହି ସରକାରୀ ଦଳ ସହ ହାତି ମିଳାଇଛନ୍ତି । ସରକାରୀ ଦଳ ସହ ଏମାନେ ମିଶି କଂଗ୍ରେସ ନେତାଙ୍କୁ ଗିରଫ କରାଉଛନ୍ତି ।  କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ଆଗରେ ଏହି ଭିଲେନ୍‌ମାନଙ୍କର ମୁଖା ଖୋଲିବେ ବୋଲି କହିଛନ୍ତି ଅମର ପ୍ରଧାନ ।  ଅମର ପ୍ରଧାନଙ୍କ ସହ ସ୍ବର ମିଳାଇଛନ୍ତି ଏଆଇସିସି ସମ୍ପାଦକ ଶରତ ରାଉତ । ସବୁ ଦଳରେ ଭିଲେନ୍‌ ଅଛନ୍ତି, ଆମ ଦଳରେ ଥାଇପାରନ୍ତି କହିବା ସହିତ  ଦଳ ବିରୋଧୀ ନେତାଙ୍କ ମୁଖା ଖୋଲି ବହିଷ୍କାର କରାଯିବା ଦରକାର ବୋଲି କହିଛନ୍ତି ଶରତ ।

Share. Facebook Twitter LinkedIn Email WhatsApp Copy Link

Related Posts

‘ସ୍ଵସ୍ଥ ନାରୀ, ସଶକ୍ତ ପରିବାର’ ଅଭିଯାନ ଅଧୀନରେ ଆଇଆଇଟି ଭୁବନେଶ୍ୱରରେ ସ୍ୱାସ୍ଥ୍ୟ ପରୀକ୍ଷଣ ଶିବିର

September 22, 2025

ଜିଏସ୍ ଟି ହ୍ରାସ ପରେ କମିଲା ଓମ୍ଫେଡ୍ ଦୁଗ୍ଧଜାତ ଉତ୍ପାଦ ଦର: ଘିଅ ଟିଣ ପିଛା 507 ଟଙ୍କା ହ୍ରାସ

September 22, 2025

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025
Latest News

‘ସ୍ଵସ୍ଥ ନାରୀ, ସଶକ୍ତ ପରିବାର’ ଅଭିଯାନ ଅଧୀନରେ ଆଇଆଇଟି ଭୁବନେଶ୍ୱରରେ ସ୍ୱାସ୍ଥ୍ୟ ପରୀକ୍ଷଣ ଶିବିର

September 22, 2025

ଜିଏସ୍ ଟି ହ୍ରାସ ପରେ କମିଲା ଓମ୍ଫେଡ୍ ଦୁଗ୍ଧଜାତ ଉତ୍ପାଦ ଦର: ଘିଅ ଟିଣ ପିଛା 507 ଟଙ୍କା ହ୍ରାସ

September 22, 2025

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025

ବ୍ୟାଟିଂ ସମୟରେ ICC ନିୟମ ଭାଙ୍ଗିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ, ଲାଗିପାରେ ଜରିମାନା

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.