Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ଡବଲ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ ଓ ଟିକି ଆହତ
ଆଜିର ଖବର

ପୁରୀରେ ଡବଲ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ ଓ ଟିକି ଆହତ

September 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏନକାଉଣ୍ଟର
ବଙ୍ଗଳାରେ ନାବାଳିକା ଗଣଦୁଷ୍କର୍ମ-ହତ୍ୟା ମାମଲା: ଏନକାଉଣ୍ଟରରେ ଅଭିଯୁକ୍ତ ନିହତ

ରାଜ୍ୟରେ ଅପରାଧ ବଢି ବଢି ଚାଲିଛି । ଆଜି ସମ୍ବଲପୁରରେ ପୋଲିସ୍‌ ଏନକାଉଣ୍ଟର କରିଥିବାବେଳେ ପୁରୀଠାରେ ପୋଲିସ୍‌ ଡବଲ୍‌ ଏନକାଉଣ୍ଟର କରିଛି ।  ଏହି ଏନ୍‌କାଉଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧି ବିଶୁ ଓ ଟିକି ଖାନ୍‌ ଆହତ ହୋଇଛନ୍ତି । ବାସେଳିସାହି ଅଂଚଳରେ ଟିକିକୁ ଏନ୍‌କାଉଣ୍ଟର କରାଯାଇଛି । ସେ ଜଣେ ବାଲି ମାଫିଆ ଅଟେ । ତା ନିକଟରୁ ପିସ୍ତଲ ଓ ଗୁଳି ଜବତ କରାଯାଇଛି । ଅନ୍ୟପକ୍ଷରେ ତାଳବଣିଆରେ ବିଶୁକୁ ଗୁଳି କରାଯାଇଛି । ବିଶୁ ବ୍ରାଉନସୁଗାର ଓ କୋରେକ୍ସ କାରବାରରେ ଲିପ୍ତ ଥିଲା । ତା’ ନିକଟରୁ ରିଭଲବର୍‌, ଗୁଳି ଓ ବାଇକ୍‌ ଜବତ କରାଯାଇଛି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026

ସେବା ସଂକଳ୍ପ ଅଭିଯାନ ପାଇଁ ପ୍ରସ୍ତୁତି ଜୋରଦାର କଲା ପଞ୍ଚାୟତିରାଜ ବିଭାଗ

September 12, 2026

ଓଏସ୍ଏସ୍ଏଫ୍ ଯବାନଙ୍କ ପାଇଁ ଏସବିଆଇ ସହ ଓଡ଼ିଶା ପୋଲିସର ଏମ୍ଓୟୁ ସ୍ୱାକ୍ଷର

September 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026
Latest News

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026

ସେବା ସଂକଳ୍ପ ଅଭିଯାନ ପାଇଁ ପ୍ରସ୍ତୁତି ଜୋରଦାର କଲା ପଞ୍ଚାୟତିରାଜ ବିଭାଗ

September 12, 2026

ଓଏସ୍ଏସ୍ଏଫ୍ ଯବାନଙ୍କ ପାଇଁ ଏସବିଆଇ ସହ ଓଡ଼ିଶା ପୋଲିସର ଏମ୍ଓୟୁ ସ୍ୱାକ୍ଷର

September 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.