Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଦ୍ଧାରିତ ତିଥିରେ ରଥଯାତ୍ରା କରନ୍ତୁ – ଗଜପତି ମହାରାଜା ଦିବ୍ୟସିଂହ ଦେବ
ଆଜିର ଖବର

ନିର୍ଦ୍ଧାରିତ ତିଥିରେ ରଥଯାତ୍ରା କରନ୍ତୁ – ଗଜପତି ମହାରାଜା ଦିବ୍ୟସିଂହ ଦେବ

September 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇସ୍କନ ପକ୍ଷରୁ ଅଦିନ ରଥଯାତ୍ରା ପ୍ରସ୍ତୁତି ବିବାଦ ପ୍ରସଙ୍ଗରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମନ୍ତବ୍ୟ ଦେଇଛନ୍ତି ।  ପ୍ରେସ୍‌ ରିଲିଜ୍‌ ଜରିଆରେ ପ୍ରତିକ୍ରିୟା ଦେଲେ ଗଜପତି ମହାରାଜା । ଶ୍ରୀଗୁଣ୍ଡିଚା ଯାତ୍ରା ସନାତନ ଶାସ୍ତ୍ର ଆଧାରିତ ପରମ୍ପରାରେ ହୋଇଥାଏ ବୋଲି ଗଜପତି କହିଛନ୍ତି । ପ୍ରତିବର୍ଷ ଆଷାଢ ଶୁକ୍ଳ ଦ୍ବିତୀୟା ତିଥିରେ ଶ୍ରୀଗୁଣ୍ଡିଚା ଯାତ୍ରା ହୋଇଥାଏ । ରଥଯାତ୍ରା ସରିଲେ ଶ୍ରୀବିଗହମାନେ ରତ୍ନ ସିଂହାସନ ବିଜେ କରିଥା’ନ୍ତି । ତ୍ରୟୋଦଶୀ/ଚତୁର୍ଦ୍ଦଶୀରେ ମହାପ୍ରଭୁ ରତ୍ନ ସିଂହାସନ ବିଜେ କରିଥା’ନ୍ତି । ବିଶ୍ବର ସମସ୍ତ ଜଗନ୍ନାଥପ୍ରେମୀ ନିର୍ଦ୍ଧାରିତ ତିଥିରେ ଘୋଷଯାତ୍ରା କରନ୍ତୁ । ଶ୍ରୀମନ୍ଦିର ପରମ୍ପରାକୁ ଉଲ୍ଲଂଘନ କରି ପବିତ୍ର ଯାତ୍ରା କରନ୍ତୁନି ବୋଲି କହିଛନ୍ତି ଗଜପତି । ନିର୍ଦ୍ଧାରିତ ତିଥିରେ ଶ୍ରୀଜଗନ୍ନାଥ ରଥଯାତ୍ରା କରନ୍ତୁ ବୋଲି ପୁରୀ ଗଜପତି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026
Latest News

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.