ରାଜ୍ୟରେ ଦୁଷ୍କର୍ମ ମାମଲା ଦିନକୁ ଦିନ ବଢି ଚାଲିଥିବା ବେଳେ ଜନୈକ ଦୁଷ୍କର୍ମକାରୀକୁ କୋର୍ଟ ଫାଶୀ ଦଣ୍ଡ ଶୁଣାଇଛନ୍ତି । ଜଗତସିଂହପୁର ଏରସମାରେ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡ ପ୍ରଦାନ କରାଯାଇଛି । ପୋକ୍ସୋ ଆକ୍ଟ ଅନୁଯାୟୀ ଅଭିଯୁକ୍ତ କାଳିଆ ମାନ୍ନା ଓରଫ ଲବକୁ ଫାଶୀ ଦଣ୍ଡ ପ୍ରଦାନ କରାଯାଇଛି । ଗଡ଼ହରୀଶପୁର ଗାଁରେ ଚଳିତ ବର୍ଷ ମାର୍ଚ 21 ତାରିଖରେ 9 ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରିଥିଲା