Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦ୍ରବାବୁ ନାଇଡୁ ଗୃହବନ୍ଦୀ
ଆଜିର ଖବର

ଚନ୍ଦ୍ରବାବୁ ନାଇଡୁ ଗୃହବନ୍ଦୀ

September 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଗୃହବନ୍ଦୀ କରାଯାଇଛି । କେବଳ ନାଇଡୁ ନୁହନ୍ତି ତାଙ୍କ ପୁଅ ନାରା ରାହୁଲ୍‌ ଏବଂ ଅନ୍ୟାନ୍ୟ ଟିଡିପି ନେତାଙ୍କୁ ମଧ୍ୟ ଗୃହବନ୍ଦୀ କରାଯାଇଛି । ଓ୍ବାଇଏସ୍‌ଆର କଂଗ୍ରେସ ବିପକ୍ଷରେ ଆନ୍ଦୋଳନ ପାଇଁ ନାଇଡୁ ସଜବାଜ ହେଉଥିବା ବେଳେ ଜଗନ ସରକାରଙ୍କ ପକ୍ଷରୁ ତାଙ୍କୁ ଗୃହବନ୍ଦୀ କରାଯାଇଛି । ଜଗନ ସରକାର 100 ଦିନ ପୂରଣ କରୁଥିବାରୁ ଟିଡିପି କର୍ମୀଙ୍କ ବିରୋଧରେ ହେଉଥିବା ଅତ୍ୟାଚାର ବିରୋଧରେ ଏହି ଆନ୍ଦୋଳନ ପାଇଁ ସଜବାଜ ହେଉଥିଲେ ଚନ୍ଦ୍ରବାବୁ ନାଇଡୁ । ଏହାର ବିରୋଧ କରାଯାଇ ଏନ୍‌ ଚନ୍ଦ୍ରବାବୁ ନାଇଡୁ ,ନାରା ରହୁଲ ଏବଂ ନାଇଡୁଙ୍କ ବାସଭବନରେ ଉପସ୍ଥିତ ରହିଥିବା ବରିଷ୍ଠ ନେତା ଦବିନେନୀ ଅବିନାଶ, କେଶୀନେନି ନାନି ଏବଂ ଭୂମା ଅଖିଲପ୍ରିୟାଙ୍କୁ ଗୃହବନ୍ଦୀ କରାଯାଇଛି । ଆଜି ରାତି 8.00 ପର୍ଯ୍ୟନ୍ତ ନାଇଡୁ ଉପବାସ କରିବା ନେଇ ଘୋଷଣା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

January 25, 2026

ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକା ଉନ୍ମୋଚିତ

January 25, 2026

ବାଙ୍କୀର ସମର୍ପଣ ଦ୍ୱାରା ରାଷ୍ଟ୍ରୀୟ ଯୁବ ଦିବସ: ବିବେକାନନ୍ଦ ଜୟନ୍ତୀ ଓ ନେତାଜୀ ଜୟନ୍ତୀ ପାଳିତ

January 25, 2026

ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

January 25, 2026
Latest News

ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

January 25, 2026

ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକା ଉନ୍ମୋଚିତ

January 25, 2026

ବାଙ୍କୀର ସମର୍ପଣ ଦ୍ୱାରା ରାଷ୍ଟ୍ରୀୟ ଯୁବ ଦିବସ: ବିବେକାନନ୍ଦ ଜୟନ୍ତୀ ଓ ନେତାଜୀ ଜୟନ୍ତୀ ପାଳିତ

January 25, 2026

ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

January 25, 2026

ଆଜି ଜାନୁୟାରୀ ୨୫ ତାରିଖ ରବିବାର, ସାତୋଟି ରାଶି ଉପରେ ମହାଦେବଙ୍କ ରହିଛି ଆର୍ଶିବାଦ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.