Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଣେଶ ବିସର୍ଜନ ସମୟରେ ଅଘଟଣ : ଡଙ୍ଗା ବୁଡି 11 ମୃତ
ଆଜିର ଖବର

ଗଣେଶ ବିସର୍ଜନ ସମୟରେ ଅଘଟଣ : ଡଙ୍ଗା ବୁଡି 11 ମୃତ

September 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶର ଭୋପାଳରେ ଗଣେଶ ବିସର୍ଜନ ସମୟରେ ଏକ ଡଙ୍ଗାବୁଡି ଘଟଣାରେ 11 ଜଣଙ୍କର ମୃତ୍ୟୁ ଘଟିଛି । ମାତ୍ରାଧିକ ଓଜନ କାରଣରୁ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଡଙ୍ଗାଟି ଓଲଟିବା କାରଣରୁ 11 ଜଣଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ ମଧ୍ୟପ୍ରଦେଶର ମନ୍ତ୍ରୀ ପିସି ଶର୍ମା ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ମୃତକଙ୍କ ପାଇଁ 4 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି । ଭୋପାଳର ଖତଲାପୁରା ଘାଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଦୁର୍ଘଟଣା ସ୍ଥଳରୁ 11ଟି ମୃତଦେହ ଉଦ୍ଧାର କରାଯାଇଛି । ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ମୃତ୍ୟୁ ସଂଖ୍ୟ ବୃଦ୍ଧି ପାଇବାର ସମ୍ଭାବନା ଦେଖା ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.