Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଲେଜ୍‌ ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲା : ବିଜେପି ନେତା ଚିନ୍ମୟାନନ୍ଦଙ୍କୁ 7 ଘଣ୍ଟା ଜେରା
ଆଜିର ଖବର

କଲେଜ୍‌ ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲା : ବିଜେପି ନେତା ଚିନ୍ମୟାନନ୍ଦଙ୍କୁ 7 ଘଣ୍ଟା ଜେରା

September 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ବିଜେପି ନେତା ଚିନ୍ମୟାନନ୍ଦଙ୍କୁ ପୋଲିସ୍‌ ପକ୍ଷରୁ 7 ଘଣ୍ଟା ଜେରା କରାଯାଇଛି । ଜଣେ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲାରେ ପୋଲିସ୍‌ ପକ୍ଷରୁ ଚିନ୍ମୟାନନ୍ଦଙ୍କୁ ଜେରା କରାଯାଇଛି । ଗୁରୁବାର ସନ୍ଧ୍ୟା 6.20ରେ ପୋଲିସ୍‌ ପକ୍ଷରୁ ଆରମ୍ଭ କରାଯାଇଥିବା ଜେରା 7 ଘଣ୍ଟା ପର୍ଯ୍ୟନ୍ତ ଜାରି ରହିଥିଲା । ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗଠନ କରାଯାଇଥିବା ସ୍ବତନ୍ତ୍ର ତଦନ୍ତକାରୀ ଦଳ ପକ୍ଷରୁ ଏହି ଜେରା କରାଯାଇଥିଲା । 73 ବର୍ଷୀୟ ଚିନ୍ମୟାନନ୍ଦ ଉତ୍ତରପ୍ରଦେଶରେ ବିଭିନ୍ନ ଆଶ୍ରମ ଚଳାଇଥାନ୍ତି ଏବଂ ଅଟଳ ବିହାରୀ ବାଜପେୟୀ ସରକାରରେ କେନ୍ଦ୍ର ମନ୍ତ୍ରୀ ରହିଥିଲେ । ଜଣେ କଲେଜ ଛାତ୍ରୀ ଚିନ୍ମୟାନନ୍ଦ ତାଙ୍କୁ ବ୍ଲାକ୍ମେଲ୍‌ ଏବଂ ବଳାତ୍କାର କରିଛନ୍ତି ବୋଲି ଅଭିଯୋଗ ପରେ ଏହି ତଦନ୍ତ ଆରମ୍ଭ ହୋଇଥିଲା । ଛାତ୍ରୀ ଜଣଙ୍କ ଚିନ୍ମୟାନନ୍ଦଙ୍କ କଲେଜରେ ଆଇନ ବିଭାଗରେ ଅଧ୍ୟୟନ କରନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.