Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ୍ର ମୃତ୍ୟୁ ପରେ ଟୀକାକରଣ ବନ୍ଦ : ତଦନ୍ତ ପାଇଁ 6 ଜଣିଆ କମିଟି ଗଠିତ
ଆଜିର ଖବର

ଛାତ୍ର ମୃତ୍ୟୁ ପରେ ଟୀକାକରଣ ବନ୍ଦ : ତଦନ୍ତ ପାଇଁ 6 ଜଣିଆ କମିଟି ଗଠିତ

September 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛାତ୍ର ମୃତ୍ୟୁ ପରେ ଟୀକାକରଣ ବନ୍ଦ କରିବାର ନିଷ୍ପତ୍ତି ନେଇଛନ୍ତି ସିଡିଏମ୍‌ଓ । ରାଉରକେଲାର ଜନୈକ ଯୁବକ ଟୀକା ନେବା ପରେ ଅସୁସ୍ଥ ହୋଇ ମୃତ୍ୟୁ ବରଣ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏହା ସହିତ ଏହି ଘଟଣାର ତଦନ୍ତ ନିମନ୍ତେ ଏକ ଛ ଜଣିଆ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସିଡିଏମ୍‌ଓ । ଶୁକ୍ରବାର ଠାରୁ ସୁନ୍ଦରଗଡ ଜିଲ୍ଲାର ସମସ୍ତ ସ୍କୁଲରେ ଟୀକାକରଣ ବନ୍ଦ ରଖିବାକୁ ସିଡିଏମ୍‌ଓ ନିର୍ଦ୍ଦେଶ ଦେଇଛନ୍ତି । ଏହି ଛଜଣିଆ ଦଳ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା ପରେ ଏ ସଙ୍କ୍ରାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ଜଣାପଡିଛି । ଏହା ସହିତ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ଗୋଟିଏ ତଦନ୍ତ କମମିଟି ଗଠନ କରାଯିବାର ନିଷ୍ପତ୍ତି ନିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ, ରାଉରକେଲାର ସେକ୍ଟର-6 ସ୍ଥିତ ଏକ ବିଦ୍ୟାଳୟରେ ଟୀକାକରଣରେ ଅସୁସ୍ଥ ହୋଇ ଜଣେ ପିଲାର ବୁଧବାର ମୃତ୍ୟୁ ଘଟିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026

ପୂର୍ବତଟ ରେଳପଥ ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ

August 21, 2026
Latest News

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026

ପୂର୍ବତଟ ରେଳପଥ ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ

August 21, 2026

ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ବଡ଼ ସତର୍କତା: ବିଜ୍ଞପ୍ତି ଜାରି କଲା ବିମାନ କମ୍ପାନୀ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.