Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ : ଜନସାଧାରଣଙ୍କ ଉନ୍ନତି ପାଇଁ କାମ କରିବାକୁ ନବୀନଙ୍କ ପରାମର୍ଶ
ଆଜିର ଖବର

ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ : ଜନସାଧାରଣଙ୍କ ଉନ୍ନତି ପାଇଁ କାମ କରିବାକୁ ନବୀନଙ୍କ ପରାମର୍ଶ

September 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଧାନସଭାର ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଛି ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ଆଜିଠାରୁ ଦୁଇ ଦିନ ଧରି ରାଜ୍ୟର ସମସ୍ତ ବିଧାୟକ ଓ ବିଧାୟିକାମାନେ ତାଲିମ ନେବେ । ବିଧାନସଭାରେ କିପରି ବ୍ୟବସ୍ଥିତ ଢଙ୍ଗରେ ଲୋକଙ୍କ ଦାବି ଉପସ୍ଥାପନ କରିବେ ସେ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ । ଆଜି ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚାଲିଛି । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବା ସହ ବିଧାୟକଙ୍କୁ ଶାଳୀନତା ସମ୍ବନ୍ଧରେ ଉଦ୍‌ବୋଧନ ଦେଇଛନ୍ତି । ସମସ୍ତେ ସରଳ ଜୀବନ ଯାପନ କରିବା ଆବଶ୍ୟକ । ସାଧାରଣ ଲୋକଙ୍କ ସମସ୍ୟା ଦୂର କରିବାକୁ ସମସ୍ତେ ପ୍ରୟାସ କରନ୍ତୁ । ଲୋକଙ୍କୁ ଆଖି ଆଗରେ ରଖି ସେମାନଙ୍କ ଉନ୍ନତି କରିବା ଶିଖନ୍ତୁ । ଗଣତନ୍ତ୍ରର ସଫଳତା ଲୋକଙ୍କ ଉପରେ ନିର୍ଭର କରେ ବୋଲି ନବୀନ କହିଛନ୍ତି । ସାଧାରଣ ଜନତା ହେଉଛନ୍ତି ଗଣତନ୍ତ୍ରର ପ୍ରଭୁ । ତେଣୁ ଯେଉଁ ପଦବୀରେ ରହିଥିଲେ ମଧ୍ୟ ସେମାନଙ୍କର ଉନ୍ନତି ପାଇଁ କାର୍ଯ୍ୟ କରିବା ଉଚିତ୍‌ ବୋଲି ନବୀନ ବିଧାୟକଙ୍କୁ ପରାମର୍ଶ ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026
Latest News

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.