Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦାନ୍ତେଓ୍ବାଡା ଠାରେ ଏନ୍‌କାଉଣ୍ଟର : ଦୁଇ ମାଓବାଦୀ ନିହତ
ଆଜିର ଖବର

ଦାନ୍ତେଓ୍ବାଡା ଠାରେ ଏନ୍‌କାଉଣ୍ଟର : ଦୁଇ ମାଓବାଦୀ ନିହତ

September 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏନକାଉଣ୍ଟର
ବଙ୍ଗଳାରେ ନାବାଳିକା ଗଣଦୁଷ୍କର୍ମ-ହତ୍ୟା ମାମଲା: ଏନକାଉଣ୍ଟରରେ ଅଭିଯୁକ୍ତ ନିହତ

ମାଲକାନଗିରି ସୀମାନ୍ତରେ ଯବାନଙ୍କ ଏନକାଉଣ୍ଟର ହୋଇଛି । ଏଥିରେ ୨ ମାଓବାଦୀ ନିହତ ହୋଇଥିବାର ସୂଚନା ରହିଛି ।  ଛତିଶଗଡ଼ ଦାନ୍ତେଓ୍ବାଡା ଜିଲ୍ଲା କୁଟ୍ରିମ୍‌ ଗାଁ ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ହୋଇଛି ।  ଆଜି ଦାନ୍ତେୱାଡା କୁଟ୍ରିମା ଅଂଚଳରେ ଥିବା ଜଙ୍ଗଲରେ ନକ୍ସଲ ଲୁଚିଥିବା ଖବର ପାଇ ପୋଲିସ ଓ ଯବାନମାନେ ମିଳିତ ଭାବେ କମ୍ବିଂ ଅପରେସନ ଚଳାଇଥିଲେ । ସେଠାରେ ଆତ୍ମଗୋପନ କରିଥିବା କିଛି ନକ୍ସଲ ପୋଲିସକୁ ଦେଖି ଗୁଳି ଚାଳନା କରିଥିଲେ । ପୋଲିସ ଓ ଯବାନମାନେ ତୁରନ୍ତ ପୋଜିସନ ନେଇ ନକ୍ସଲଙ୍କ ଉପରକୁ ପାଲଟା ଆକ୍ରମଣ କରିଥିଲେ । ଏଥିରେ ଲାଲ୍ ବାହିନୀ ଛତ୍ରଭଙ୍ଗ ଦେଇଥିଲା । ତେବେ ପୋଲିସ ଗୁଳିରେ ୨ଜଣ ନକ୍ସଲ ମୃତ୍ୟୁବରଣ କରିଛନ୍ତି । ଏହାସହ ସେଠାରୁ ୩ଟି ବନ୍ଧୁକ, ଗୁଳିଗୋଳା ଓ ବୋମା ସମେତ ବହୁ ମାଓ ସାମଗ୍ରୀ ଜବତ କରାଯାଇଛି । ଏବେ ମଧ୍ୟ ସେଠାରେ କମ୍ବିଂ ଅପରେସନ ଜାରି ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.