Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତି ଭବନ ସମ୍ମୁଖରେ ଡ୍ରୋନ୍‌ ଉଡାଇ ପିତା-ପୁତ୍ର ଗିରଫ
ଆଜିର ଖବର

ରାଷ୍ଟ୍ରପତି ଭବନ ସମ୍ମୁଖରେ ଡ୍ରୋନ୍‌ ଉଡାଇ ପିତା-ପୁତ୍ର ଗିରଫ

September 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଷ୍ଟ୍ରପତି ଭବନ ସମ୍ମୁଖରେ ଡ୍ରୋନ୍‌ ଉଡାଇ ପିତା-ପୁତ୍ର ଗିରଫ ହୋଇଛନ୍ତି । ପର୍ଯ୍ୟଟକ ଭିସାରେ ଭାରତ ଆସିଥିବା ଏହି ପିତା ପୁତ୍ର ଦ୍ବୟଙ୍କୁ ଦିଲ୍ଲୀ ପୋଲିସ୍‌ ଗିରଫ କରିଛି । ଦୁଇ ଆମେରିକୀୟ ନାଗରିକଙ୍କ ନିକଟରୁ ସେଣ୍ଟ୍ରାଲ ସେକ୍ରେଟେରିଏଟ୍‌ ଅଞ୍ଚଳର କିଛି ଫଟୋ ଏବଂ ଭିଡିଓ ଜବତ କରାଯାଇଛି । ଦୁଇ ନାଗରିକଙ୍କ ନାମ ପିଟର ଜେମ୍‌ସ ଲିନ୍‌ (65) ଏବଂ ଗୁଇଲାମଲେ ଲିଡବେଟର୍‌ ଲିନ୍‌ (30) । ଉଭୟ ସେପ୍ଟେମ୍ବର 14 ତାରିଖରେ ଭାରତକୁ ପ୍ରବେଶ କରିବା ସହିତ ସମାନ ତାରିଖରେ ରାଷ୍ଟ୍ରପତି ଭବନ ପରିସରର ଫଟୋ ଉତ୍ତୋଳନ କରିଛନ୍ତି । ଉଭୟ ଏକ ଅନ୍‌ଲାଇନ୍‌ ପୋର୍ଟାଲ ପାଇଁ କାର୍ଯ୍ୟ କରନ୍ତି ଏବଂ ପୋର୍ଟାଲ ନିମନ୍ତେ ଏହି ଭିଡିଓ ବନାଇଥିବା ସ୍ବୀକାର କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.