Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ଗୃହ ଓ ଲବିର ପୁନରୁଦ୍ଧାର ସମ୍ପର୍କିତ ବୈଠକ ଅନୁଷ୍ଠିତ
ଆଜିର ଖବର

ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ଗୃହ ଓ ଲବିର ପୁନରୁଦ୍ଧାର ସମ୍ପର୍କିତ ବୈଠକ ଅନୁଷ୍ଠିତ

September 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଧାନସଭା ଗୃହ ଏବଂ ଲବିର ପୁନରୁଦ୍ଧାର ପାଇଁ ଗଠିତ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବିଧାନସଭାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଧାନସଭା ଗୃହ ଏବଂ ଲବିର ଭିତର ପାର୍ଶ୍ବର ପୁନରୁଦ୍ଧାର ନେଇ ଆଲୋଚନା ହୋଇଥିଲା। ପୂର୍ତ୍ତ ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ପୁନରୁଦ୍ଧାର କାର୍ଯ୍ୟ କରାଯିବ। ବିଧାନସଭା ଗୃହକୁ ସ୍ମାର୍ଟ କୋଠାରେ ପରିଣତ କରାଯିବା ସହିତ ସ୍ଥାୟୀ ଆଲୋକରେ ସଜ୍ଜିତ କରାଯିବ ବୋଲି ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହା ସହିତ ପୂର୍ବତନ ବିଧାୟକ ବିଧାୟିକାଙ୍କୁ ସରକାରୀ ବାସଭବନ ଖାଲି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ବୈଠକରେ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା, ପୂର୍ତ୍ତ ବିଭାଗ କମିଶନର ଡ. କ୍ରିଷନ କୁମାର, ବିଧାନସଭା ସଚିବ ଦାଶରଥୀ ଶତପଥୀ, ଅର୍ଥବିଭାଗ ସ୍ବତନ୍ତ୍ର ସଚିବ ପିକେ ନନ୍ଦ, ମୁଖ୍ୟ ସ୍ଥପତି ବିଶ୍ବରଞ୍ଜନ ନାୟକ, ମୁଖ୍ୟ ଯନ୍ତ୍ର୍ରୀ ଏସ୍‌ ଆର୍‌ ସେଠୀ, ଏନ୍‌ଆଇସି ଉପ ମହାନିର୍ଦ୍ଦେଶକ ତଥା ରାଜ୍ୟ ସୂଚନା ଅଧିକାରୀ ପ୍ରତିଭା ସିଂ, ବିଡିଏର ଅତିରିକ୍ତ କମିଶନର ଏଚ୍‌ ସି ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ ଲକ୍ଷ ଭାରତୀୟ ପିଲାଙ୍କୁ ଅଲିମ୍ପିକ୍ ମୂଲ୍ୟବୋଧ ସହିତ ଯୋଡିବା ପଦକ୍ଷେପକୁ ଆଇଓସିର ପ୍ରଶଂସା

March 7, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026
Latest News

ଲକ୍ଷ ଲକ୍ଷ ଭାରତୀୟ ପିଲାଙ୍କୁ ଅଲିମ୍ପିକ୍ ମୂଲ୍ୟବୋଧ ସହିତ ଯୋଡିବା ପଦକ୍ଷେପକୁ ଆଇଓସିର ପ୍ରଶଂସା

March 7, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.