Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର 3 ଲକ୍ଷ 41 ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ କାଳିଆ ଟଙ୍କା
ଆଜିର ଖବର

ରାଜ୍ୟର 3 ଲକ୍ଷ 41 ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ କାଳିଆ ଟଙ୍କା

September 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ 3 ଲକ୍ଷ 41 ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ କାଳିଆ ଟଙ୍କା ମିଳିଥିବା ଜଣାପଡିଛି । ମଙ୍ଗଳବାର ଦିନ କୃଷି ମନ୍ତ୍ରୀ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି । ଏହି ସରକାରୀ ଯୋଜନାରେ ଅନେକ ସରକାରୀ ଚାକିରିଆ, ନାବାଳକ/ ନାବାଳିକା ଏବଂ ବୃହତ ଚାଷୀ ରହିଥିବା ଜଣାପଡିଛି । ଏହି ତାଲିକାରେ 20 ହଜାର ସରକାରୀ ଚାକିରିଆ ଏବଂ ପେନ୍‌ସନ୍‌ ଭୋଗୀ ରହିଥିବା ବେଳେ 12 ହଜାରରୁ ଅଧିକ ବୃହତ ଚାଷୀ ଏହି ସହାୟତା ରାଶି ମିଳିଥିବା ଜଣାପଡିଛି । ଏହା ସହିତ ଆଶ୍ଚର୍ଯ୍ୟଜନକ ଭାବରେ ଏହି ତାଲିକାରେ 9 ହଜାର ନାବାଳକ/ ନାବାଳିକା ସ୍ଥାନ ପାଇଛନ୍ତି । ତାଲିକାରେ ସ୍ଥାନ ପାଇଥିବା ସରକାରୀ ଚାକିରିଆ ଏବଂ ବୃହତ ଚାଷୀଙ୍କୁ ଅର୍ଥ ଫେରସ୍ତ ପାଇଁ ପ୍ରବର୍ତ୍ତାଯିବ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ସରକାରୀ ଚାକିରିଆ ଅର୍ଥ ପେରସ୍ତ ନକଲେ ଏହା ଦରମାରୁ କଟାଯିବ ବୋଲି କୃଷିମନ୍ତ୍ରୀ ଶ୍ରୀ ସାହୁ ପ୍ରକାଶ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.