Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ଥାନ ରାଷ୍ଟ୍ରପତି ଅଶରଫ ଗନୀଙ୍କ ରାଲିରେ ଆଇଡି ବ୍ଲାଷ୍ଟ, ୨୪ମୃତ
ଆଜିର ଖବର

ଆଫଗାନିସ୍ଥାନ ରାଷ୍ଟ୍ରପତି ଅଶରଫ ଗନୀଙ୍କ ରାଲିରେ ଆଇଡି ବ୍ଲାଷ୍ଟ, ୨୪ମୃତ

September 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
blast
blast

ଆଫଗାନିସ୍ଥାନର ପରବନ ସହରରେ ଆଜି ଏକ ଆତ୍ମଘାତୀ ଆକ୍ରମଣ ହୋଇଛି। ରାଷ୍ଟ୍ରପତି ଅଶରଫ ଗନୀଙ୍କ ଏକ ରାଲି ସମୟରେ ବିସ୍ଫୋରଣ ହୋଇଥିଲା। ଏହି ଆକ୍ରମଣରେ ପାଖାପାଖି ୨୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି।  ରାଲି ହେଉଥିଵା ଗେଟ ନିକଟରେ ଏହି ବିସ୍ଫୋରଣ ହୋଇଥିଲା। ରାଲିରେ ବହୁ ମହିଳା ଏବଂ ଶିଶୁମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ଆକ୍ରମଣ ସମୟରେ ରାଷ୍ଟ୍ରପତି ଅଶରଫ୍‌ ଗନୀ ଉପସ୍ଥିତ ରହିଥିଲେ। କିନ୍ତୁ ତାଙ୍କର କୌଣସି କ୍ଷତି ହୋଇନାହିଁ, ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ବୋଲି ସୂଚନା ରହିଛି। ତେବେ ଏହି ଆକ୍ରମଣ ପଛରେ କେଉଁ ଆତଙ୍କୀ ସଙ୍ଗଠନର ହାତ ରହିଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।

Share. Facebook Twitter LinkedIn Email WhatsApp Copy Link

Related Posts

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

February 15, 2026

ମହାଶିବରାତ୍ରୀ: ଶିବ ପୂଜା ପାଇଁ ବେଲପତ୍ର ତୋଳୁଛନ୍ତି କି? ତେବେ ମାନନ୍ତୁ ଏହି ନିୟମ

February 15, 2026

ଗଣମାଧ୍ୟମ ଦ୍ୱାରା ଆୟୋଜିତ ପ୍ରାଇଡ ଅଫ ଓଡ଼ିଶା ସମ୍ମାନରେ ଯୋଗଦେଲେ ରାଜ୍ୟପାଳ

February 15, 2026

ଆଜି ଫେବୃୟାରୀ ୧୫ ତାରିଖ ରବିବାର ଦିନ କ’ଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

February 15, 2026
Latest News

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

February 15, 2026

ମହାଶିବରାତ୍ରୀ: ଶିବ ପୂଜା ପାଇଁ ବେଲପତ୍ର ତୋଳୁଛନ୍ତି କି? ତେବେ ମାନନ୍ତୁ ଏହି ନିୟମ

February 15, 2026

ଗଣମାଧ୍ୟମ ଦ୍ୱାରା ଆୟୋଜିତ ପ୍ରାଇଡ ଅଫ ଓଡ଼ିଶା ସମ୍ମାନରେ ଯୋଗଦେଲେ ରାଜ୍ୟପାଳ

February 15, 2026

ଆଜି ଫେବୃୟାରୀ ୧୫ ତାରିଖ ରବିବାର ଦିନ କ’ଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

February 15, 2026

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.