Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରାପଡାରେ ଗୁଳିକାଣ୍ଡ : ବ୍ୟବସାୟୀ ମୃତ
ଆଜିର ଖବର

କେନ୍ଦ୍ରାପଡାରେ ଗୁଳିକାଣ୍ଡ : ବ୍ୟବସାୟୀ ମୃତ

September 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦାପଡାରେ ସ୍ପଷ୍ଟ ଦିବାଲୋକରେ ଜଣେ ଗୁଳିକାଣ୍ଡ କାରଣରୁ ଜଣେ ବ୍ୟବସାୟୀ ପ୍ରାଣ ହରାଇଛନ୍ତି । ମାର୍ଶାଘାଇର ହାତିଆ ନିକଟରେ ଏହି ଅଭାବନୀୟ କାଣ୍ଡ ଘଟିଛି । ମଣିକୁଣ୍ଡାରୁ କେନ୍ଦ୍ରାପଡା ଆସୁଥିବା ବେଳେ ଜନୈକ ଔଷଧ ବ୍ୟବସାୟୀ ଯାଉଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ କରା ଯାଇଥିଲା । 2 ଦୁର୍ବୁର୍ତ୍ତ ବାଇକ୍‌ରେ ଆସି ଗୁଳିମାଡ କରି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ କେନ୍ଦ୍ରାପଡା ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଗୁଳିମାଡର କାରଣ ଜଣାପଡିନଥିବା ବେଳେ ପୁଲିସ୍‌ ପକ୍ଷରୁ ତଦନ୍ତ ଜାରି ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026

JioBlackRock Fund: ଜିଓ-ବ୍ଲାକରକ୍ ପକ୍ଷରୁ ‘ଜିଓ-ବ୍ଲାକରକ୍ ସେକ୍ଟର ରୋଟେସନ୍ ଫଣ୍ଡ’ ଶୁଭାରମ୍ଭ

January 25, 2026

BCCI ବିରୋଧରେ ବିଷ ଓଗାଳିଲେ ପୂର୍ବତନ PCB ମୁଖ୍ୟ: ICCକୁ କହିଲେ, “ଭାରତୀୟ କ୍ରିକେଟ ପରିଷଦ”

January 25, 2026
Latest News

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026

JioBlackRock Fund: ଜିଓ-ବ୍ଲାକରକ୍ ପକ୍ଷରୁ ‘ଜିଓ-ବ୍ଲାକରକ୍ ସେକ୍ଟର ରୋଟେସନ୍ ଫଣ୍ଡ’ ଶୁଭାରମ୍ଭ

January 25, 2026

BCCI ବିରୋଧରେ ବିଷ ଓଗାଳିଲେ ପୂର୍ବତନ PCB ମୁଖ୍ୟ: ICCକୁ କହିଲେ, “ଭାରତୀୟ କ୍ରିକେଟ ପରିଷଦ”

January 25, 2026

ଅଭିଜିତ ମଜୁମଦାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଶୋକ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.