Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ଆସନ ବୁଝାମଣାକୁ ନେଇ ବିଜେପି-ଶିବସେନା ମୁହାଁମୁହିଁ
ଆଜିର ଖବର

ମହାରାଷ୍ଟ୍ରରେ ଆସନ ବୁଝାମଣାକୁ ନେଇ ବିଜେପି-ଶିବସେନା ମୁହାଁମୁହିଁ

September 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ପୂର୍ବରୁ ଆସନ ବୁଝାମଣାକୁ ନେଇ ମୁହାଁମୁହିଁ ହୋଇଛନ୍ତି ବିଜେପି ଏବଂ ଶିବସେନା । ଲୋକସଭା ନିର୍ବାଚନରେ ବିଜେପିର ଅତୁଳନୀୟ ସଫଳତା ପରେ ଶିବସେନାର ଆସନ ସଂଖ୍ୟା ହ୍ରାସ କରିବା ପାଇଁ ନିଷ୍ପତ୍ତି ନେଇଥିଲା । ବିଜେପିର ଏହି ନିଷ୍ପତ୍ତି ପରେ ସେନା ପକ୍ଷରୁ ଏହାର ବିରୋଧ କରାଯାଇଛି । ବିଜେପି ବର୍ତ୍ତମାନ ସେନାକୁ 120 ଆସନ ପ୍ରଦାନ କରିବାକୁ ଚାହୁଁଛି ମାତ୍ର ଶିବସେନା ପକ୍ଷରୁ ପୂର୍ବଭଳି 135 ଆସନର ଦାବି କରାଯାଉଛି । ଉଲ୍ଲେଖଯୋଗ୍ୟ ଯେ, 288 ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ ଏନ୍‌ଡିଏ ନିଜର ଅନ୍ୟ ସହଯୋଗୀ ଦଳଙ୍କୁ 18 ଆସନ ଛାଡିଥିବା ବେଳେ ଉଭୟ ଦଳ 135 ଟି ଲେଖାଏଁ ଆସନରେ ପ୍ରତିଦ୍ବନ୍ଦିତା କରିବା ନେଇ ନିଷ୍ପତ୍ତି ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୮ ତାରିଖ ରବିବାରରେ ଏହି ରାଶି ବ୍ୟକ୍ତିମାନେ ହେବେ ଭାଗ୍ୟବାନ

March 8, 2026

ଲକ୍ଷ ଲକ୍ଷ ଭାରତୀୟ ପିଲାଙ୍କୁ ଅଲିମ୍ପିକ୍ ମୂଲ୍ୟବୋଧ ସହିତ ଯୋଡିବା ପଦକ୍ଷେପକୁ ଆଇଓସିର ପ୍ରଶଂସା

March 7, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026
Latest News

ଆଜି ମାର୍ଚ୍ଚ ୮ ତାରିଖ ରବିବାରରେ ଏହି ରାଶି ବ୍ୟକ୍ତିମାନେ ହେବେ ଭାଗ୍ୟବାନ

March 8, 2026

ଲକ୍ଷ ଲକ୍ଷ ଭାରତୀୟ ପିଲାଙ୍କୁ ଅଲିମ୍ପିକ୍ ମୂଲ୍ୟବୋଧ ସହିତ ଯୋଡିବା ପଦକ୍ଷେପକୁ ଆଇଓସିର ପ୍ରଶଂସା

March 7, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.