Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ, ଅଚାନକ ଗସ୍ତ କଲେ ବିଦ୍ୟାଳୟ
ଆଜିର ଖବର

ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ, ଅଚାନକ ଗସ୍ତ କଲେ ବିଦ୍ୟାଳୟ

September 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜଧାନୀ ଉପକଣ୍ଠର ୬ଟି ସ୍କୁଲକୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସମୀର ଦାସ ଅଚାନକ ଗସ୍ତ କରି ବିଭିନ୍ନ ସ୍କୁଲର ବିଚିତ୍ର ସ୍ଥିତି ଦେଖିଛନ୍ତି । ସରକାରୀ ବିଦ୍ୟାଳୟର ବାସ୍ତବ ଚିତ୍ର ପଦାରେ ପଡିଛି ।  ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ରାଜଧାନୀ ଭୁବନେଶ୍ଵର ଉପକଣ୍ଠ ୬ଟି ସ୍କୁଲ ଅଚାନକ ପରିଦର୍ଶନରେ ଯାଇଥିଲେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ୬ଟି ସ୍କୁଲ ମଧ୍ୟରୁ ୪ଟି ସ୍କୁଲର ସ୍ଥିତି ବିଚିତ୍ର ଥିଲା। କେଉଁଠାରେ ୧୦ଟା ୪୦ ସୁଦ୍ଧା ଶିକ୍ଷକ ପହଞ୍ଚି ନଥିଲେ ତ କେଉଁଠାରେ ପ୍ରଧାନ ଶିକ୍ଷକ ନଥିଲେ ତ କେଉଁଠାରେ ଶିକ୍ଷକ ଶିକ୍ଷୟତ୍ରୀମାନେ କ୍ଲାସ ଆରମ୍ଭ କରିବା ବଦଳରେ ବାରଣ୍ଡାରେ ଠିଆ ହୋଇ ଗପୁଥିଲେ। ଏଭଳି ଦୂରାବସ୍ଥାର ଚିତ୍ର ଦେଖିବାକୁ ମିଳିଥିଲା ଖୋର୍ଦ୍ଧା ଜିଲ୍ଲା ନୂଆପାଟଣା ପ୍ରତାପ ଶାସନ ହାଇସ୍କୁଲରେ। ଏଠାରେ ୧୦ଟା ୪୦ ସୁଦ୍ଧା ମାତ୍ର ୨ଜଣ ଶିକ୍ଷକ ଉପସ୍ଥିତ ଥିଲେ। ଯାହାକୁ ଦେଖି ମନ୍ତ୍ରୀ କ୍ଷୁବ୍ଧ ହୋଇଛନ୍ତି। ଅନୁପସ୍ଥିତ ଥିବା ଶିକ୍ଷକଙ୍କର ଗୋଟିଏ ଦିନର ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ସମୀର ଦାସ୍। ଏତଦ୍ ବ୍ୟତୀତ ସ୍କୁଲକୁ କାହିଁକି କମ୍ ପିଲା ଆସୁଛନ୍ତି, କିଭଳି ପାଠ ପଢା ଚାଲିଛି ସେନେଇ ପିଲାଙ୍କ ଠାରୁ ପଚାରି ବୁଝିଥିଲେ ମନ୍ତ୍ରୀ। ଯଦି ଅନୁପସ୍ଥିତ ଥିବା ଶିକ୍ଷକମାନେ କାରଣ ଦର୍ଶାଅ ନୋଟିସର ଉତ୍ତର ନରଖନ୍ତି ତେବେ ତାଙ୍କ ବିରୋଧରେ ଆଇନ ଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ସମୀର ଦାଶ ।

Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

December 16, 2025

ଆଜି ୧୬ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

December 16, 2025

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

December 15, 2025

୨୭ତମ ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ୍ ଗାଇଡ୍ କ୍ୟାମ୍ପୋରି ଉଦଘାଟିତ

December 15, 2025
Latest News

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

December 16, 2025

ଆଜି ୧୬ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

December 16, 2025

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

December 15, 2025

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

December 15, 2025

୨୭ତମ ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ୍ ଗାଇଡ୍ କ୍ୟାମ୍ପୋରି ଉଦଘାଟିତ

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.