Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କୁ ଭେଟିଲେ ଦିଦି : ଉପହାରରେ ଦେଲେ ମିଠା ଓ କୁର୍ତ୍ତା
ଆଜିର ଖବର

ମୋଦିଙ୍କୁ ଭେଟିଲେ ଦିଦି : ଉପହାରରେ ଦେଲେ ମିଠା ଓ କୁର୍ତ୍ତା

September 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତ କରିଛନ୍ତି । ନରେନ୍ଦ୍ର ମୋଦିଙ୍କ ବାସଭବନରେ ମମତ ସାକ୍ଷାତ କରିଛନ୍ତି । ଏହି ଅବସରରେ ମିଠା ସହିତ ଏକ କୁର୍ତ୍ତା ଦେଇଛନ୍ତି । ସୂଚନାଯୋଗ୍ୟ, ଗତକାଲି ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଥିଲା । ମମତା ବାନାର୍ଜୀ ଟୁଇଟ୍‌ ଜରିଆରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ । ବିଜେପି ତଥା ମୋଦିଙ୍କୁ ସଦାସର୍ବଦା ଟାର୍ଗେଟ୍‌ କରି ଆସୁଥିବା ମମତା ବାନାର୍ଜୀ ମୋଦିଙ୍କ ସହ ତାଙ୍କ ସାକ୍ଷାତକୁ ନେଇ ବେଶ୍‌ ଚର୍ଚ୍ଚା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.