Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ସବୁ ପିଲାଙ୍କୁ ମିଳିବ ଜୋତା ଓ ଡ୍ରେସ୍‌ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ
ଆଜିର ଖବର

ଏଣିକି ସବୁ ପିଲାଙ୍କୁ ମିଳିବ ଜୋତା ଓ ଡ୍ରେସ୍‌ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ

September 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଏଣିକି ସବୁ ସରକାରୀ ସ୍କୁଲ ପିଲାଙ୍କୁ ଜୋତା, ଡ୍ରେସ ଓ ପରିଚୟପତ୍ର ମିଳିବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି। ପୂର୍ବରୁ କେବଳ ବିପିଏଲ୍ ପିଲାଙ୍କୁ ଜୋତା, ଡ୍ରେସ୍ ମିଳୁଥିଲା।   ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବାକୁ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ଆଜି ନୂତନ ଘୋଷଣା କରିଛନ୍ତି। ଏବେ ଘରୋଇ ଶିକ୍ଷାନୁଷ୍ଠାନ ପ୍ରତି ଅଭିଭାବକମାନେ ଆକୃଷ୍ଟ ହେଉଥିବା ବେଳେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣି ପିଲାମାନଙ୍କୁ ସରକାରୀ ସ୍କୁଲ ଆଡକୁ ଆକୃଷ୍ଟ କରିବାକୁ ଗଣଶିକ୍ଷା ମନ୍ତ୍ରୀ ଆଜି ଏଭଳି ଘୋଷଣା କରିଛନ୍ତି। କେବଳ ସେତିକି ନୁହେଁ ସରକାରୀ ସ୍କୁଲରେ ମଧ୍ୟାହ୍ନ ଭୋଜନ, ବହି ଆଦି ସୁବିଧା ମଧ୍ୟ ଯୋଗାଇ ଦିଆଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

IPL Auction 2026: ୩୦.୫୦ କୋଟିରେ କ୍ୟାମେରନ୍ ଗ୍ରୀନ୍ ଙ୍କୁ କିଣିଲା KKR, ହେବେ ମହଙ୍ଗା ଖେଳାଳି!

December 15, 2025

ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

December 15, 2025

ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକ

December 15, 2025

Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

December 15, 2025
Latest News

IPL Auction 2026: ୩୦.୫୦ କୋଟିରେ କ୍ୟାମେରନ୍ ଗ୍ରୀନ୍ ଙ୍କୁ କିଣିଲା KKR, ହେବେ ମହଙ୍ଗା ଖେଳାଳି!

December 15, 2025

ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

December 15, 2025

ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକ

December 15, 2025

Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

December 15, 2025

ଅଣ-ଶିକ୍ଷକ କର୍ମଚାରୀ ପଦବୀ ପାଇଁ IIT ଭୁବନେଶ୍ୱରରେ ନିଯୁକ୍ତି, ଦରମା ଜାଣିଲେ ହେବେ ଆଶ୍ଚର୍ଯ୍ୟ

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.