Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଦଳର ସାଙ୍ଗଠନିକ ସ୍ଥିତି ମଜବୁତ୍‌ ପାଇଁ ପୁନର୍ଗଠନ ହେବ ପ୍ରଦେଶ କଂଗ୍ରେସ କମିଟି
ଆଜିର ଖବର

ରାଜ୍ୟରେ ଦଳର ସାଙ୍ଗଠନିକ ସ୍ଥିତି ମଜବୁତ୍‌ ପାଇଁ ପୁନର୍ଗଠନ ହେବ ପ୍ରଦେଶ କଂଗ୍ରେସ କମିଟି

September 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ ସାଧାରଣ ନିର୍ବାଚନରେ ଶୋଚନୀୟ ଭାବେ ପରାଜୟ ବରଣ କରିଥିଲା କଂଗ୍ରେସ । ତେଣୁ ରାଜ୍ୟରେ ଦଳର ସାଂଗଠନିକ ସ୍ଥିତିକୁ ମଜବୁତ କରିବା ପାଇଁ ଏବେ ପୁଣି ଅଣ୍ଟା ଭିଡ଼ିଛି କଂଗ୍ରେସ । ପ୍ରଦେଶ କଂଗ୍ରେସ କମିଟି ପୁନଃଗଠନ କରାଯିବା ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି ।  ରାଜ୍ୟରେ କଂଗ୍ରେସର ସ୍ଥିତି ସୁଦୃଢ କରିବାକୁ ସମସ୍ତ କମିଟି ପୁନଃଗଠନ କରାଯିବ । ପ୍ରଦେଶ କଂଗ୍ରେସ କମିଟି ପୁନର୍ଗଠନ ପାଇଁ ଏଆଇସିସି ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଗତ ସାଧାରଣ ନିର୍ବାଚନରେ ଆଶାନୁରୂପ ଫଳ ପାଇ ପାରି ନଥିବାରୁ ଏବେ ଏହି ପଦକ୍ଷେପ ନିଆଯାଇଛି । ଗତ ନିର୍ବାଚନରେ ଦଳ ପାଇଁ କାମ କରିଥିବା ନେତାଙ୍କୁ ନେଇ ଛୋଟ ଛୋଟ କମିଟିର ପୁନର୍ଗଠନ କରାଯିବ ।  ଚଳିତ ମାସ ଠାରୁ ପ୍ରଦେଶ କଂଗ୍ରେସ କମିଟି ଗଠନ କାମ ଆରମ୍ଭ କରାଯିବ । ଏଣିକି ଜୋନ ପ୍ରଦେଶ କଂଗ୍ରେସ କମିଟିରେ ଜୋନ କମିଟି ରହିବ ନାହିଁ । ପୂର୍ବଭଳି ବ୍ଲକ କମିଟି ରହିବ । ଏନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026
Latest News

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.