Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପ୍‌ରେ ଯୋଗଦେଲେ ଝାରଖଣ୍ଡ କଂଗ୍ରେସର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ଅଜୟ କୁମାର
ଆଜିର ଖବର

ଆପ୍‌ରେ ଯୋଗଦେଲେ ଝାରଖଣ୍ଡ କଂଗ୍ରେସର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ଅଜୟ କୁମାର

September 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରଖଣ୍ଡ କଂଗ୍ରେସର ପୂର୍ବତନ ପ୍ରଦେଶ ­ଅଧ୍ୟକ୍ଷ ଡ. ଅଜୟ କୁମାର ଗୁରୁବାର ଆମ୍‌ଆଦ୍‌ମୀ ପାର୍ଟିରେ ଯୋଗଦେଇଛନ୍ତି । ଚଳିତ ଲୋକସଭା ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ପରେ  ପ୍ରଦେଶ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ ।  ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଉପସ୍ଥିତିରେ ଅଜୟ କୁମାର ଆଜି ଆମ୍‌ଆଦମୀ ପାର୍ଟିର ସଦସ୍ୟତା ନେଇଛନ୍ତି । ଅଗଷ୍ଟ ମାସରେ ଅଜୟ କଂଗ୍ରେସରୁ ଇସ୍ତଫା ଦେଇଥିଲେ ।  ଚଳିତ ଲୋକସଭା ନିର୍ବାଚନ ପରିମାଣ ପରେ ଝାରଖଣ୍ଡଠାରେ କଂଗ୍ରେସ ଦୁଇ ସମୂହରେ ବାଣ୍ଟି  ହୋଇଯାଇଥିଲା ।  ପରେ ଏଥିରେ କନ୍ଦଳ ଦେଖାଦେବାରୁ ରାମେଶ୍ବରଙ୍କୁ ଝାରଖଣ୍ଡର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଚୟନ କରାଯାଇଛି । ଅଜୟ ପରେ କଂଗ୍ରେସରୁ ଇସ୍ତଫା ଦେଇ ଆପ୍‌ ଦଳରେ ଯୋଗଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026
Latest News

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.