Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ପୋରେଟ୍‌ ଟିକସ୍‌ ହ୍ରାସ : 1950 ପଏଣ୍ଟ ଉପରକୁ ଉଠିଲା ସେନସେକ୍ସ
ଆଜିର ଖବର

କର୍ପୋରେଟ୍‌ ଟିକସ୍‌ ହ୍ରାସ : 1950 ପଏଣ୍ଟ ଉପରକୁ ଉଠିଲା ସେନସେକ୍ସ

September 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସେୟାର ବଜାର ନିବେଶକଙ୍କ ପାଇଁ ଖୁସି ଖବର । ଭାରତ ସରକାରଙ୍କ ପକ୍ଷରୁ କର୍ପୋରେଟ୍‌ ଟିକସ୍‌ ହ୍ରାସ ନେଇ ଘୋଷଣା କରାଯିବା ପରେ ଏହାର ପ୍ରଭାବ ଭାରତୀୟ ସେୟାର ବଜାର ଉପରେ ପଡିଛି । ବିଗତ ତିନି ଦିନ ଧରି ତଳୁଆ ରହିଥିବା ସେୟାର ବଜାରରେ ଚମତ୍କାର ଅଭିବୃଦ୍ଧି ଘଟିଛି । ସପ୍ତାହର ଅନ୍ତିମ ଦିନରେ ସେନ୍‌ସେକ୍ସ 1955 ପଏଣ୍ଟ ଉପରକୁ ଉଠିଥିବା ବେଳେ ନିଫ୍‌ଟି ଏହି ସମୟରେ 568 ପଏଣ୍ଟ ଉପରକୁ ଉଠି 11 ହଜାର ପଏଣ୍ଟ ଅତିକ୍ରମ କରିଛି । ସେନସେକ୍ସ 1955.46 ପଏଣ୍ଟ ବୃଦ୍ଧି ସହିତ 38048.93 ପଏଣ୍ଟରେ ପହଞ୍ଚିଥିବା ବେଳେ ନିଫ୍‌ଟୀ 11272.80 ପଏଣ୍ଟରେ ପହଞ୍ଚିଛି । ଆଜିର ଅଭିବୃଦ୍ଧି ବିଗତ ଐକ ବର୍ଷ ମଧ୍ୟରେ ସର୍ବାଧିକ ପୂର୍ବ ଏକ ବର୍ଷ ମଧ୍ୟରେ ସେୟାର ବଜାର ଏକାଥରେ 1500 ପଏଣ୍ଟ ଅତିକ୍ରମ କରିନଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026

JioBlackRock Fund: ଜିଓ-ବ୍ଲାକରକ୍ ପକ୍ଷରୁ ‘ଜିଓ-ବ୍ଲାକରକ୍ ସେକ୍ଟର ରୋଟେସନ୍ ଫଣ୍ଡ’ ଶୁଭାରମ୍ଭ

January 25, 2026

BCCI ବିରୋଧରେ ବିଷ ଓଗାଳିଲେ ପୂର୍ବତନ PCB ମୁଖ୍ୟ: ICCକୁ କହିଲେ, “ଭାରତୀୟ କ୍ରିକେଟ ପରିଷଦ”

January 25, 2026
Latest News

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026

JioBlackRock Fund: ଜିଓ-ବ୍ଲାକରକ୍ ପକ୍ଷରୁ ‘ଜିଓ-ବ୍ଲାକରକ୍ ସେକ୍ଟର ରୋଟେସନ୍ ଫଣ୍ଡ’ ଶୁଭାରମ୍ଭ

January 25, 2026

BCCI ବିରୋଧରେ ବିଷ ଓଗାଳିଲେ ପୂର୍ବତନ PCB ମୁଖ୍ୟ: ICCକୁ କହିଲେ, “ଭାରତୀୟ କ୍ରିକେଟ ପରିଷଦ”

January 25, 2026

ଅଭିଜିତ ମଜୁମଦାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଶୋକ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.