Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦ୍ରାୟନ-2 98 ପ୍ରତିଶତ ସଫଳ : ଭୁବନେଶ୍ବରରେ କହିଲେ ଇସ୍ରୋ ଅଧ୍ୟକ୍ଷ କେ ଶିବନ
ଆଜିର ଖବର

ଚନ୍ଦ୍ରାୟନ-2 98 ପ୍ରତିଶତ ସଫଳ : ଭୁବନେଶ୍ବରରେ କହିଲେ ଇସ୍ରୋ ଅଧ୍ୟକ୍ଷ କେ ଶିବନ

September 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିକଟରେ ସମାପିତ ଭାରତର ବହୁ ପ୍ରତୀକ୍ଷିତ ଚନ୍ଦ୍ରଯାନ ପ୍ରକଳ୍ପ ଚନ୍ଦ୍ରଯାନ-2 98 ପ୍ରତିଶତ ସଫଳ ହୋଇଛି ବୋଳଇ ଇସ୍ରୋ ମୁଖ୍ୟ କେ ଶିବନ ମତ ଦେଇଛନ୍ତି । ଆଇଆଇଟି ଭୁବନେଶ୍ବରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାକୁ ଭୁବନେଶ୍ବର ଆସିଥିବା ଶିବନ ଏହି ମତ ଦେଇଛନ୍ତି । ବିମାନ ବନ୍ଦରରୁ ଓହ୍ଲାଇବା ପରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ରଖିବାକୁ ଯାଇ ଶିବନ ଏହି ମତ ରଖିଛନ୍ତି । ଏହା ସହିତ ଇସ୍ରୋର ବୈଜ୍ଞାନିକ ମାନେ ଏହି ପ୍ରକଳ୍ପ ପାଇଁ ବହୁତ ପରିଶ୍ରମ କରିଛନ୍ତି ଏବଂ ଚଳିତ ଥରର ତ୍ରୁଟିକୁ ସଂଶୋଧନ କରାଯିବ ବୋଲି ଶିବନ ସୂଚନା ଦେଇଥିଲେ । ଚନ୍ଦ୍ରଯାନ-2ର ଲ୍ୟାଣ୍ଡର ବିକ୍ରମରେ କେଉଁଠି ତ୍ରୁଟି ରହିଲା ଏହାର ଅନୁସନ୍ଧାନ ଚାଲିଛି ଏବଂ ସମସ୍ତ ସୂଚନା ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଶିବନ ପ୍ରକାଶ କରିଛନ୍ତି । ଅର୍ବିଟରରୁ ଚନ୍ଦ୍ର ସମ୍ପର୍କରେ ଅନେକ ତଥ୍ୟ ମିଳିବ ଏବଂ ଆସନ୍ତା ବର୍ଷ ଗଗନାୟନ ନେଇ ଚୂଡାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ଶିବନ କହିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026
Latest News

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.