Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏ ଏ କ୍ୟୁରେସୀଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ କଲେଜିୟମ୍‌ର ସୁପାରିଶ
ଆଜିର ଖବର

ଏ ଏ କ୍ୟୁରେସୀଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ କଲେଜିୟମ୍‌ର ସୁପାରିଶ

September 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁଜୁରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଏ ଏ କ୍ୟୁରେଶୀଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିବା ପାଇଁ କଲେଜିୟମ୍‌ ପ୍ରସ୍ତାବ ଦେଇଛନ୍ତି । ମଧ୍ୟପ୍ରଦେଶ ସରକାରଙ୍କ ପକ୍ଷରୁ କଲେଜିୟମ୍‌ଙ୍କୁ ଦୁଇ ଥର ଚିଠି ପଠାଯିବା ପରେ କଲେଜିୟମ୍‌ ଏହି ନିଷ୍ପତ୍ତି ନେଇଛନ୍ତି । କଲେଜିୟମ୍‌ର ମୁଖ୍ୟ ତଥା ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଏହି ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ସେପ୍ଟେମ୍ବର 5 ତାରିଖରେ ଗୁଜୁରାଟ ହାଇକୋର୍ଟ ବରିଷ୍ଠ ବିଚାରପତି ଏ ଏ କ୍ୟୁରେଶୀଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଘୋଷଣା କରିଥିଲେ । ଅଗଷ୍ଟ 23 ଏବଂ 27 ତାରିଖରେ ଦୁଇଟି ଚିଠି ପଠାଯିବା ପରେ ଏହାର ବିଚାର କରି କଲେଜିୟମ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସେହିପରି ମାଡ୍ରାସ ହାଇକୋର୍ଟ ବିଚାରପତି ଭି କେ ତାହିଲାରମଣୀଙ୍କ ବଦଳି ନିଷ୍ପତ୍ତି ଉପରେ ନିଜର ମତ ରଖିଛନ୍ତି କଲେଜିୟମ୍‌ । ସମସ୍ତ ବିଚାରପତିଙ୍କ ବଦଳି ନିଷ୍ପତ୍ତି ବୈଧ କାରଣ ଅନୁ୍ସାରେ ନିଆଯାଇଥାଏ ଏବଂ ଆବଶ୍ୟକ ପଡିଲେ ଏହା ପ୍ରକାଶ କରାଯିବ ବୋଲି କଲେଜିୟମ୍‌ଙ୍କ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ

January 25, 2026

ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର

January 25, 2026

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026
Latest News

ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି” ର ଲୋକାର୍ପଣ

January 25, 2026

ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ

January 25, 2026

ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର

January 25, 2026

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.