Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର ୨୧ତାରିଖରେ ମହାରାଷ୍ଟ୍ର ଓ ହରିୟାନା ବିଧାନସଭା ନିର୍ବାଚନ, ୨୪ରେ ଭୋଟ୍‌ ଗଣତି
ଆଜିର ଖବର

ଅକ୍ଟୋବର ୨୧ତାରିଖରେ ମହାରାଷ୍ଟ୍ର ଓ ହରିୟାନା ବିଧାନସଭା ନିର୍ବାଚନ, ୨୪ରେ ଭୋଟ୍‌ ଗଣତି

September 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
NEW DELHI, MAR 10 (UNI):- Chief Election Commission of India Sunil Arora addressing a press conference to announce the Lokshabh elections, in New Delhi on Sunday.UNI PHOTO-DK2U
NEW DELHI, MAR 10 (UNI):- Chief Election Commission of India Sunil Arora addressing a press conference to announce the Lokshabh elections, in New Delhi on Sunday.UNI PHOTO-DK2U

ମହାରାଷ୍ଟ୍ର, ହରିୟାଣା ପାଇଁ ବିଧାନସଭା ନିର୍ବାଚନ ପାଇଁ ଆଜି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ୍‌ ଆରୋରା ତାରିଖ ଘୋଷଣା କରିଛନ୍ତି । ଅକ୍ଟୋବର ୨୧ରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ । ଉଭୟ ରାଜ୍ୟରେ ଅକ୍ଟୋବର ୨୪ରେ ଭୋଟ୍‌ ଗଣତି ହେବ ବୋଲି ସୂଚନା ରହିଛି । ମହାରାଷ୍ଟ୍ରର ୨୮୮ ଓ ହରିୟାଣାର ୯୦ଟି ଆସନ ପାଇଁ ହେବ ନିର୍ବାଚନ ଅନୁଷ୍ଠିତ ହେବ । ମହାରାଷ୍ଟ୍ର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ  ରାଜନୈତିକ ଦଳମାନେ ପୂର୍ବରୁ ପ୍ରସ୍ତୁତ ହୋଇଛନ୍ତି। ନିର୍ବାଚନରେ ନିଜର ବିଜୟ ଅଭିଯାନ ଜାରି ରଖିବା ପାଇଁ ବିଜେପି ଓ ଶିବସେନା ଏକାଠି ହୋଇ ପୁଣି ଥିରେ ମହାରାଷ୍ଟ୍ରରେ ନିର୍ବାଚନ ଲଢ଼ିବେ । ସେହିପରି ହରିୟାଣାରେ ମନୋହର ଖଟ୍ଟର ସରକାର ନିଜର କ୍ଷମତା ଜାରି ରଖିବାକୁ ରଣନୀତି ପ୍ରସ୍ତୁତ କରୁଛନ୍ତି । ସେହିପରି ଓଡିଶାର ବିଜେପୁରରେ ମଧ୍ୟ ସେହି ଅକ୍ଟୋବର ୨୧ ତାରିଖରେ ନିର୍ବାଚନ ହେବ ଏବଂ ୨୪ରେ ଗଣତି ହେବ ବୋଲି ଘୋଷଣା କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026

ଆଜି ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି

March 8, 2026
Latest News

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.