Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରଫିସ୍‌ ମୁକାବିଲା ପାଇଁ ବାହାରୁ ଆସିବେ ସ୍ବତନ୍ତ୍ର ଟିମ୍‌
ଆଜିର ଖବର

ହରଫିସ୍‌ ମୁକାବିଲା ପାଇଁ ବାହାରୁ ଆସିବେ ସ୍ବତନ୍ତ୍ର ଟିମ୍‌

September 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

“ହରଫିସ” ଭୂତାଣୁର ଖୁବଶୀଘ୍ର ମୁକାବିଲା ନେଇ ବାହାରୁ ଏକ ସ୍ବତନ୍ତ୍ର ଟିମ ଆସିବା ନେଇ ଆଜି ବସିଥିବା ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି । ଏନେଇ ଟେକନିକାଲ ଟିମର ମୁଖ୍ୟ ଏସ.କେ ରାୟଙ୍କ ପ୍ରତିକ୍ରିୟା ଦେଇଛନ୍ତି । ହରଫିସ ଭୂତାଣୁ ସଂକ୍ରମଣରେ ୨୬ଦିନରେ ୪ଟି ହାତୀଙ୍କର ମୃତ୍ୟୁ ଘଟିଛି । ହରଫିସ ଭୂତାଣୁ ୭ପ୍ରକାରର ରହିଛି । କିନ୍ତୁ କେଉଁଥି ପାଇଁ ହାତୀଙ୍କର ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ । ହରଫିସ ମୁକାବିଲାରେ ସଫଳ ବିଦେଶୀ ସଂସ୍ଥା ବା ଆମେରିକାନ ସଂସ୍ଥାକୁ ବ୍ଲଡ଼ ସାମ୍ପଲ  ପଠାଯାଇଛି । ଏହି ଭୂତାଣୁ ସଂକ୍ରମଣରେ ଆଜି ହାତୀ ଗୈାରିର ମୃତ୍ୟୁ ଘଟିଥିବା ବେଳେ ଏବେ ୨ବର୍ଷର ହାତୀ ମାମା ଓ ୨୧ବର୍ଷର ହାତୀ ହୀରାକୁ ନଜରରେ ରଖାଯାଇଛି । ଦୁଇ ଦିନ ତଳେ ଏକ ୭ ବର୍ଷର ମାଈ ହାତୀ ‘କମଳା’ର ମୃତ୍ୟୁ ଘଟିଥିଲା । ଅସୁସ୍ଥ ମାଈହାତୀ କମଳାର ଚିକିତ୍ସା କରାଯାଉଥିଲା। ଅଗଷ୍ଟ ୨୫ରେ ଗୋଟିଏ ମାଈ ହାତୀ କୁଲିର ମୃତ୍ୟୁ ଘଟିଥିବା ବେଳେ ସେପ୍ଟେମ୍ବର ୧୫ରେ ଏକମାତ୍ର ଦନ୍ତା ହାତୀ ଚନ୍ଦନର ମୃତ୍ୟୁ ଘଟିଥିଲା। ଚାରୋଟି ହାତୀର ମୃତ୍ୟୁ ପରେ ଏବେ ନନ୍ଦନକାନନରେ ଆଉ ମାତ୍ର ୪ଟି ମାଈ ହାତୀ ରହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୨୩ ରେ ଏହି ଆଠଟି ରାଶିର ସୁନା ପରି ଚମକିବ ଭାଗ୍ୟ, ଜାଣନ୍ତୁ ଆଜିର ରାଶିଫଳ

September 23, 2025

କେନ୍ଦୁଝରର ଶୁଆକାଟି ଗ୍ରାମ ପଞ୍ଚାୟତକୁ ଜାତୀୟ ଇ-ଗଭର୍ଣ୍ଣାନ୍ସ ପୁରସ୍କାର ୨୦୨୫

September 22, 2025

୭୦୦ ମହିଳାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା, ଯୋଗଦେଲେସାଂସଦ ମମତା ମହାନ୍ତ

September 22, 2025

ଜିଏସଟି ସଞ୍ଚୟ ଉତ୍ସବ ପାଳନ କରିବା ଲାଗି ଦେଶବାସୀଙ୍କୁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

September 22, 2025
Latest News

ସେପ୍ଟେମ୍ବର ୨୩ ରେ ଏହି ଆଠଟି ରାଶିର ସୁନା ପରି ଚମକିବ ଭାଗ୍ୟ, ଜାଣନ୍ତୁ ଆଜିର ରାଶିଫଳ

September 23, 2025

କେନ୍ଦୁଝରର ଶୁଆକାଟି ଗ୍ରାମ ପଞ୍ଚାୟତକୁ ଜାତୀୟ ଇ-ଗଭର୍ଣ୍ଣାନ୍ସ ପୁରସ୍କାର ୨୦୨୫

September 22, 2025

ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 22, 2025

୭୦୦ ମହିଳାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା, ଯୋଗଦେଲେସାଂସଦ ମମତା ମହାନ୍ତ

September 22, 2025

ଜିଏସଟି ସଞ୍ଚୟ ଉତ୍ସବ ପାଳନ କରିବା ଲାଗି ଦେଶବାସୀଙ୍କୁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.