Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କନ୍ଦାଉଛି ପିଆଜ : ବିଭିନ୍ନ ସ୍ଥାନରେ 50 ଛୁଇଁଲା ପିଆଜ ଦର
ଆଜିର ଖବର

କନ୍ଦାଉଛି ପିଆଜ : ବିଭିନ୍ନ ସ୍ଥାନରେ 50 ଛୁଇଁଲା ପିଆଜ ଦର

September 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରୋଷେଇ ଘରେ ନୁହେଁ ବରଂ ଏବେ ବଜାରରେ ପିଆଜ ଲୋକଙ୍କୁ କନ୍ଦାଉଛି । ଆକାଶ ଛୁଆଁ ହୋଇଛି ପିଆଜ ଦର । ପିଆଜ ଦର ଏବେ 50 ଟଙ୍କା ଛୁଇଁଛି । କଟକ, ଭୁବନେଶ୍ୱର ଓ ବାଲେଶ୍ୱର ସହ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ା ଦରରେ ପିଆଜ ବିକ୍ରି ହେଉଛି । ଆନ୍ଧ୍ର ଓ ନାସିକ୍‌ରୁ ଆସୁଥିବା ପିଆଜର ପରିମାଣ କମିବା କାରଣରୁ ଏହି ଦର ବୃଦ୍ଧି ଲାଗି ରହିଛି । ଏହି ଧାରା ଜାରି ରହିଲେ ପିଆଜ ମୂଲ୍ୟ 80 ଛୁଇଁବ ବୋଲି ଅନୁମାନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ

January 25, 2026

ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର

January 25, 2026

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026
Latest News

ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି” ର ଲୋକାର୍ପଣ

January 25, 2026

ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ

January 25, 2026

ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର

January 25, 2026

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.