Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡ୍ରଗ୍ସ ଲିଙ୍କ ମାମଲା : ସେକ୍‌ ରାଜାର ଘରେ ଏସ୍‌ଟିଏଫ୍‌ ଚଢାଉ
ଆଜିର ଖବର

ଡ୍ରଗ୍ସ ଲିଙ୍କ ମାମଲା : ସେକ୍‌ ରାଜାର ଘରେ ଏସ୍‌ଟିଏଫ୍‌ ଚଢାଉ

September 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅନ୍ତରାଷ୍ଟ୍ରୀୟ ଡ୍ରଗ୍ସ ମାଫିଆ ସେକ୍‌ ରାଜା ବିଭିନ୍ନ ଲିଙ୍କର ଏବେ ଖୋଳତାଡ଼ କରୁଛି । ଆଜି କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ତାଙ୍କ ଘରେ ଚଢ଼ାଉ କରିଛି । ଏକ 5 ଜଣିଆ ସଶସ୍ତ୍ର ଟିମ୍‌ ରାଜାର ବାଲେଶ୍ୱର ଜିଲ୍ଲା ସଦଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ବଜାର ଘରେ ଚଢ଼ାଉ ଚାଲିଛି । ଉଲ୍ଲେଖ ଯୋଗ୍ୟ ଯେ, ଗତ ୧୬ ତାରିଖରେ ମୋଷ୍ଟ ଓ୍ୱାଣ୍ଟେଡ ଡ୍ରଗ୍ସ ଡିଲର ସେକ୍‌ ରାଜାକୁ ଭୁବନେଶ୍ୱରରୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ଗିରଫ କରିଥିଲା । ରାଜାର ବିଦେଶ ଲିଙ୍କ୍ ରହିଥିବା ଏସ୍‌ଟିଏଫ୍‌ର ତଦନ୍ତରେ ଜଣାପଡିଛି । ରାଜାର ବାଂଲାଦେଶ, ନେପାଳ, ରାଜସ୍ଥାନ, ଗୋଆ ଅଞ୍ଚଳରେ ବ୍ରାଉନସୁଗାର କାରବାର ନେଇ ଏସଟିଏଫ୍ ତଥ୍ୟ ସଂଗ୍ରହ କରିଛି । ସେକ୍‌ ରାଜା କୋଲକତା ମୁର୍ସିଦାବାଦରୁ ବ୍ରାଉନସୁଗାର ଆଣି ବେପାର କରୁଥିଲା । ରାଜା ଜଳେଶ୍ୱର ଓ ବାଲେଶ୍ୱରରେ ଡ୍ରଗ୍ସ କାରବାର କରୁଥିଲେ । ଗିରଫ ବେଳେ ରାଜା ଠାରୁ ଏକ ଲକ୍ଷ ଟଙ୍କା, ଗୋଟିଏ ପିସ୍ତଲ ଓ ୧୩୦ଗ୍ରାମ ବ୍ରାଉନସୁଗାର ସହ ୬ଟି ମୋବାଇଲ ଫୋନ ମଧ୍ୟ ଜବତ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.