Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପୁର ପାଇଁ ଚୂଡାନ୍ତ ପ୍ରାର୍ଥୀ ଘୋଷଣା ଖୁବ୍‌ ଶୀଘ୍ର : ବସନ୍ତ ପଣ୍ଡା
ଆଜିର ଖବର

ବିଜେପୁର ପାଇଁ ଚୂଡାନ୍ତ ପ୍ରାର୍ଥୀ ଘୋଷଣା ଖୁବ୍‌ ଶୀଘ୍ର : ବସନ୍ତ ପଣ୍ଡା

September 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପୁର ନିର୍ବାଚନ ପ୍ରସଙ୍ଗରେ ବିଜେପି ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା ମତାମତ ରଖିଛନ୍ତି । ଖୁବ୍‌ଶୀଘ୍ର ପ୍ରାର୍ଥୀ ଚୂଡ଼ାନ୍ତ କରି କେନ୍ଦ୍ରୀୟ କମିଟିର ମଞ୍ଜୁରି ପାଇଁ ପଠାଯିବ ବୋଲି ଶ୍ରୀ ପଣ୍ଡା ରବିବାର ସୂଚନା ଦେଇଛନ୍ତି । ଦଳ ପକ୍ଷରୁ ତିନି ଜଣ ପ୍ରାର୍ଥୀଙ୍କୁ ଚୟନ କରି କେନ୍ଦ୍ରୀୟ କମିଟି ନିକଟକୁ ପଠାଯିବ ଏବଂ କେନ୍ଦ୍ରୀୟ କମିଟିର ମଞ୍ଜୁରୀ ପରେ ପ୍ରାର୍ଥୀ ଚୟନ ନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ମୁଖ୍ୟମନ୍ତ୍ରୀ ନିର୍ବାଚିତ ହୋଇ ବିଜେପୁରକୁ ଉପେକ୍ଷା କରିଛନ୍ତି ତେଣୁ ରାଜ୍ୟ ସରକାରଙ୍କ ବିଫଳତାକୁ ପ୍ରସଙ୍ଗ କରି ବିଜେପି ଲୋକଙ୍କ ପାଖକୁ ଯିବ ବୋଲି କହିଛନ୍ତି ପଣ୍ଡା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.