Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଷ୍ଟନରେ ହାଉଡି ମୋଦି : 9/11 ଏବଂ 26/11 ଯୋଜନାକାରୀଙ୍କୁ ମୋଦିଙ୍କ ଦୋଷାରୋପ
ଆଜିର ଖବର

ହଷ୍ଟନରେ ହାଉଡି ମୋଦି : 9/11 ଏବଂ 26/11 ଯୋଜନାକାରୀଙ୍କୁ ମୋଦିଙ୍କ ଦୋଷାରୋପ

September 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆତଙ୍କବାଦୀଙ୍କ ବିରୋଧରେ ଲଢ଼ାଇ କରିବାର ସମୟ ଆସିଛି । ଆମେରିକାର ଟେକ୍ସାସର ହଷ୍ଟନସ୍ଥିତ ଏନଆରଜି ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମତ ଦେଇଛନ୍ତି । ହାଓଡି ମୋଦି କାର୍ଯ୍ୟକ୍ରମରେ 50 ହଜାର ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ଆମେରିକାରେ ଘଟିଥିବା 9/11 ଓ ଭାରତରେ ଘଟିଥିବା 26/11 ଆତଙ୍କବାଦୀ ଘଟଣାକୁ ମନେ ପକାଇଛନ୍ତି । ଏହି ସମସ୍ତ ଆକ୍ରମଣର ଯୋଜନା ଏକ ନିର୍ଦ୍ଦିଷ୍ଟ ଦେଶରୁ ପ୍ରସ୍ତୁତ ହୋଇଥିଲା । ପାକିସ୍ତାନର ନାମ ନନେଇ ମୋଦି ପରୋକ୍ଷରେ ପାକିସ୍ତାନକୁ ସମାଲୋଚନା କରିଥିଲେ । ଯେଉଁମାନେ ଆତଙ୍କବାଦୀକୁ ପ୍ରୋତ୍ସାହନ ଦେଉଛନ୍ତି, ସେମାନଙ୍କର ବିରୋଧରେ ଲଢ଼ିବାର ସମୟ ଆସିଯାଇଛି ବୋଲି ପ୍ରଧାନମନ୍ତ୍ରୀ ମୋଦ ନିଜର ଭାଷଣରେ କହିଥିଲେ । ଜମ୍ମୁ କଶ୍ମୀରରୁ ଧାରା 370 ଉଚ୍ଛେଦ କରିବା ପରେ ଉଭୟ ଜମ୍ମୁ କଶ୍ମୀର ଓ ଲଦାଖ ଅଞ୍ଚଳର ସାମଗ୍ରୀକ ବିକାଶ ହୋଇପାରିବ । ଏବେ ସେଠାକାର ଲୋକମାନେ ସମାନ ଅଧିକାର ପାଇପାରିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.