ବିଜୁ ଜନତା ଦଳ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଦଳରେ ଏକ ପରିବର୍ତ୍ତନ କରିଛନ୍ତି । ସରକାରୀ ଉପ ମୁଖ୍ୟ ସଚେତକ ପଦରେ ଥିବା ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ହଟାଇ ଦେଇଛନ୍ତି । ତାଙ୍କ ସ୍ଥାନରେ ବିଧାୟକ ରୋହିତ ପୂଜାରୀଙ୍କୁ ନିଯୁକ୍ତି ମିଳିଛି ।