ବିଜୁ ଜନତା ଦଳ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଦଳରେ ଏକ ପରିବର୍ତ୍ତନ କରିଛନ୍ତି । ସରକାରୀ ଉପ ମୁଖ୍ୟ ସଚେତକ ପଦରେ ଥିବା ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ହଟାଇ ଦେଇଛନ୍ତି । ତାଙ୍କ ସ୍ଥାନରେ ବିଧାୟକ ରୋହିତ ପୂଜାରୀଙ୍କୁ ନିଯୁକ୍ତି ମିଳିଛି ।
ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକDecember 15, 2025
Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’December 15, 2025