Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ଅନିୟମିତତା ମାମଲା: କୈଳାସ କୁଲେସିକା ଓ ନନ୍ଦିନୀ ଦେବୀଙ୍କ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ
ଆଜିର ଖବର

ନିର୍ବାଚନ ଅନିୟମିତତା ମାମଲା: କୈଳାସ କୁଲେସିକା ଓ ନନ୍ଦିନୀ ଦେବୀଙ୍କ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

September 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇକୋର୍ଟ ସୋମବାର ଦୁଇ ଦୁଇଟି ନିର୍ବାଚନ ଅନିୟମିତତା ମାମଲାକୁ ଗ୍ରହଣ କରିଛନ୍ତି । ଲକ୍ଷ୍ମୀପୁର ଓ ସାନଖେମୁଣ୍ଡି ବିଧାନସଭା ଆସନ ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ଆବେଦନ ହୋଇଛି । ଯାହାର ଶୁଣାଣୀ କରିବାକୁ ହାଇକୋର୍ଟ ସହମତି ପ୍ରକାଶ କରିବା ସହିତ ପ୍ରତିପକ୍ଷଙ୍କୁ ନିଜର ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲକ୍ଷ୍ମୀପୁର ବିଧାନସଭା ଆସନରୁ ଲଢ଼ି ପରାଜିତ ହୋଇଥିବା କୈଳାଶ ଚନ୍ଦ୍ର କୁଲେସିକା ନିର୍ବାଚନ ଅନିୟମତିତା ଅଭିଯୋଗ ଆଣିଛନ୍ତି । ଯାହାକୁ କୋର୍ଟ ଗ୍ରହଣ କରି ପ୍ରତିପକ୍ଷ ବିଧାୟକ ପ୍ରଭୁ ଜାନି ଓ ଅନ୍ୟମାନଙ୍କୁ ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ ହେବ । ମାମଲାର ପକ୍ଷଭୁକ୍ତ ଥିବାରୁ ନୋଟିସ୍‌ ଜାରି କରିଛନ୍ତି କୋର୍ଟ । ସେହିପରି ସାନଖେମୁଣ୍ଡି ବିଧାନସଭା ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ନନ୍ଦିନୀ ଦେବୀ ଆବେଦନ କରିଛନ୍ତି । ତାଙ୍କ ଆବେଦନକୁ କୋର୍ଟ ଗ୍ରହଣ କରିବା ସହିତ ବିଧାୟକ ରମେଶ ଜେନା ଓ ଅନ୍ୟ ପରାଜିତ ପ୍ରାର୍ଥୀଙ୍କୁ ପକ୍ଷ ରଖିବାକୁ ନୋଟିସ୍‌ ଜାରି କରିଛନ୍ତି । ଆସନ୍ତା ନଭେମ୍ବର ୫ ରେ ଏହି ମାମଲାର ଶୁଣାଣୀ କରିବାକୁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.