Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନନ୍ଦନକାନନରେ ଥିବା ଏକମାତ୍ର ନୀଳଗିରି ଲଙ୍ଗୁରର ମୃତ୍ୟୁ
ଆଜିର ଖବର

ନନ୍ଦନକାନନରେ ଥିବା ଏକମାତ୍ର ନୀଳଗିରି ଲଙ୍ଗୁରର ମୃତ୍ୟୁ

September 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନନ୍ଦନକାନନରେ ଥିବା ଏକମାତ୍ର ନୀଳିଗିର ଲଙ୍ଗୁର ପ୍ରାଣ ହରାଇଛି । ମୃତ ମାଈ ନୀଳଗିରି ଲଙ୍ଗୁରଟି କିଛିଦିନ  ଧରି ଅସୁସ୍ଥ ରହିଥିଲା । ମୃତ ଲଙ୍ଗୁରର ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି । ନିକଟରେ ହରପିସ୍‌ ପାଇଁ ୪ଟି ହାତୀଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ଏକମାତ୍ର ଲଙ୍ଗୁରର ମୃତ୍ୟ ହେବା ଖବରଟି ନନ୍ଦନକାନନରେ ଶନିଦଶା ପଡ଼ିବା ପରି ଲାଗୁଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦୀ ବିରୋଧୀ ଅଭିଯାନ: ସୁରକ୍ଷା ବାହିନୀକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

September 23, 2025

ପ୍ରଥମ ଥର ପାଇଁ ଓଡ଼ିଶାରେ ହେବ ଜାତୀୟ ମେଡ଼ିଏସନ୍ କର୍ମଶାଳା: ଆଇନ ମନ୍ତ୍ରୀ କଲେ ସମୀକ୍ଷା

September 23, 2025

ସେପ୍ଟେମ୍ବର ୨୩ ରେ ଏହି ଆଠଟି ରାଶିର ସୁନା ପରି ଚମକିବ ଭାଗ୍ୟ, ଜାଣନ୍ତୁ ଆଜିର ରାଶିଫଳ

September 23, 2025
Latest News

ମାଓବାଦୀ ବିରୋଧୀ ଅଭିଯାନ: ସୁରକ୍ଷା ବାହିନୀକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶକ୍ତିଶାଳୀ ରାଷ୍ଟ୍ର କେବଳ ଶକ୍ତି ଉପରେ ନୁହେଁ ବରଂ ଚରିତ୍ର ଏବଂ ଏକତା ଉପରେ ନିର୍ମିତ: ଉପରାଷ୍ଟ୍ରପତି

September 23, 2025

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

September 23, 2025

ପ୍ରଥମ ଥର ପାଇଁ ଓଡ଼ିଶାରେ ହେବ ଜାତୀୟ ମେଡ଼ିଏସନ୍ କର୍ମଶାଳା: ଆଇନ ମନ୍ତ୍ରୀ କଲେ ସମୀକ୍ଷା

September 23, 2025

ସେପ୍ଟେମ୍ବର ୨୩ ରେ ଏହି ଆଠଟି ରାଶିର ସୁନା ପରି ଚମକିବ ଭାଗ୍ୟ, ଜାଣନ୍ତୁ ଆଜିର ରାଶିଫଳ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.