Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଦ ପିଆକୁ ନେଇ ସମ୍ବଲପୁରରେ ଡବଲ ମର୍ଡର : ଅଭିଯୁକ୍ତ ଅଟକ
ଆଜିର ଖବର

ମଦ ପିଆକୁ ନେଇ ସମ୍ବଲପୁରରେ ଡବଲ ମର୍ଡର : ଅଭିଯୁକ୍ତ ଅଟକ

September 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ଅନ୍ତର୍ଗତ ଭଣ୍ଡାରୀମାଳ ଗାଁରେ ହୋଇଛି ଦୁଇ ଦୁଇଟି ହତ୍ୟାକାଣ୍ଡ । ମଦ୍ୟପାନକୁ ନେଇ ଝଗଡା ପରେ ଗାଁରେ ଚାରି ଜଣ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହଣାଯାଇଛି । ଏଥିରେ ଦୁଇ ଭାଇଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଦୁଇ ଭାଇ ଆହତ ହୋଇଛନ୍ତି । ମୃତକମାନେ ହେଲେ ଶକ୍ତିଭୂଷଣ କୁମୁରା ଓ ଅରବିନ୍ଦ କୁମୁରା । ଆହତମାନେ ହେଲେ ବିଭୂତି ଭୂଷଣ କୁମରା ଓ ସମ୍ପର୍କୀୟ ଭାଇ ନନ୍ଦଲାଲ ଭୁଏ। ସେମାନଙ୍କୁ ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ପାରିବାରିକ କହଳ ଓ କମେଣ୍ଟ ମରାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ଏସ୍‌ପି କନୱର ବିଶାଲ ସିଂହ କହିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୁଖ୍ୟ ଅଭିଯୁକ୍ତକୁ ଅଟକ ରଖିଛି । ଏହା ସହିତ ଅନ୍ୟମାନଙ୍କୁ ଧରିବାକୁ ଚଢ଼ାଉ କରାଯାଉଛି । ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଘଟଣାର ତଦନ୍ତ ପାଇଁ 4ଟି ଟିମ୍ ଗଠନ କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026
Latest News

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.