ଛତିଶଗଡ଼ କାଙ୍କେର ଜିଲ୍ଲାରେ ମାଓ ହମ୍ଲା । ଏକ ଡିଜେଲ୍ ଟ୍ୟାଙ୍କର ବିସ୍ଫୋରଣ କଲେ ମାଓବାଦୀ । ବିସ୍ଫୋରଣରେ ୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ସୂଚନା । ବିସ୍ଫୋରଣ ଘଟିଥିବା ଟ୍ୟାଙ୍କରଟି ରେଲ୍ଓ୍ବେ କାମରେ ଲାଗିଥିଲା । ଏବେବି ମାଓବାଦୀ ଓ ପୋଲିସ୍ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ସୂଚନା ।
ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକDecember 15, 2025
Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’December 15, 2025