Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତି ବ୍ଲକ୍‌ରେ  ହେବ ଡିଏଲ୍‌ କ୍ୟାମ୍ପ୍‌ : ପରିବହନ ମନ୍ତ୍ରୀ
ଆଜିର ଖବର

ପ୍ରତି ବ୍ଲକ୍‌ରେ  ହେବ ଡିଏଲ୍‌ କ୍ୟାମ୍ପ୍‌ : ପରିବହନ ମନ୍ତ୍ରୀ

September 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂତନ ମୋଟର୍‌ ଯାନ ଆଇନରେ ଗାଡ଼ି ଚଲାଇବା ନିୟମକୁ କଡ଼ାକଡ଼ି କରାଯାଇଛି । ଡ୍ରାଇଭିଂ ଲାଇସେନ୍ସକୁ ଏଥିରେ ବାଧ୍ୟତାମୂଳକ କରାଯାଇଛି । ଆର୍‌ଟିଓ କାର୍ଯ୍ୟରେ ଗହଳିକୁ ନଜରରେ ରଖି ବ୍ଲକ୍‌ ସ୍ତରରେ ଡିଏଲ୍‌ କ୍ୟାମ୍ପ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏ ନେଇ ସଡ଼କ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ଯେଉଁମାନଙ୍କର ଡ୍ରାଇଭିଂ ଲାଇସେନ୍ସ ନାହିଁ ସେମାନଙ୍କୁ  ଜରିମାନା ଦେବାକୁ ପଡ଼ୁଛି । ସେଥିପାଇଁ ସମସ୍ତେ ଏବେ ଆର୍‌ଟିଓ କାର୍ଯ୍ୟାଳୟରେ ଭିଡ଼ ଜମାଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ପ୍ରତି ବ୍ଲକରେ ଡିଏଲ୍‌ କ୍ୟାମ୍ପ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ପ୍ରତି ବ୍ଲକ୍‌ ଓ ସବ୍‌ଡିଭିଜନ୍‌ ସ୍ତରରେ ଡ୍ରାଇଭିଂ ଲାଇସେନ୍ସ ପାଇଁ କ୍ୟାମ୍ପ୍‌ ଖୋଲା ଯିବ । ଲୋକମାନେ ସେଠାରେ ଡିଏଲ୍‌ ପାଇଁ ଆବେଦନ କରିପାରିବେ । ସେହି ବ୍ଲକ୍‌ରେ କ୍ୟାମ୍ପରେ ଲର୍ଣ୍ଣିଂ ଲାଇସେନ୍ସ ଦେବାକୁ ବ୍ୟବସ୍ଥା କରାଯାଉଥିବା ମନ୍ତ୍ରୀ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Latest News

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026

ମୋଦୀଙ୍କ ଜନ୍ମଦିନରେ ପ୍ରତ୍ୟେକ ଘରେ ‘ଆଶୀର୍ବାଦର ଦୀପ’ ଜଳାଇବାକୁ ଆହ୍ୱାନ କଲେ ଉପମୁଖ୍ୟମନ୍ତ୍ରୀ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.