Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଜିର ଖବର

ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

September 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଘନିଭୂତ ହେଉଛି । ଏହା ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳ ବର୍ଷାର ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ  ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂରେ ରଖାଯାଇଛି ।  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂରେ ରଖାଯାଇଛି । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି ।ଲଗାଣ ବର୍ଷାରେ ବେହାଲ ହୋଇପଡ଼ିଛି ଦୈତନଗରୀ କଟକ ଓ ଭୁବନେଶ୍ୱର । ରାସ୍ତା ଉପରେ ପାଣି ଚାଲୁଥିବାରୁ ବିଭିନ୍ନ ସ୍ଥାନାରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଗତ ଚବିଶ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୦୦ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୯୮ ମିମି ଓ ଗୋପାଳପୁରରେ ୭୪ ମିମି ବର୍ଷା ରେକର୍ଡ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରେଲ୍ ନୀରର ମୂଲ୍ୟ ଏବେ ୧୪ ଟଙ୍କା: ଅଧିକ ପଇସା ନେଲେ ଏଭଳି ଅଭିଯୋଗ କରନ୍ତୁ ଯାତ୍ରୀ

September 23, 2025

ମାଓବାଦୀ ବିରୋଧୀ ଅଭିଯାନ: ସୁରକ୍ଷା ବାହିନୀକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

September 23, 2025

ପ୍ରଥମ ଥର ପାଇଁ ଓଡ଼ିଶାରେ ହେବ ଜାତୀୟ ମେଡ଼ିଏସନ୍ କର୍ମଶାଳା: ଆଇନ ମନ୍ତ୍ରୀ କଲେ ସମୀକ୍ଷା

September 23, 2025
Latest News

ଏହି ଭାରତୀୟମାନଙ୍କୁ ମିଳିପାରେ ବର୍ଦ୍ଧିତ ଏଚ-୧ବି ଭିସା ଫି ରୁ ମୁକ୍ତି: ଟ୍ରମ୍ପ କରିବେ ଘୋଷଣା

September 23, 2025

ରେଲ୍ ନୀରର ମୂଲ୍ୟ ଏବେ ୧୪ ଟଙ୍କା: ଅଧିକ ପଇସା ନେଲେ ଏଭଳି ଅଭିଯୋଗ କରନ୍ତୁ ଯାତ୍ରୀ

September 23, 2025

“ଆମେରିକା ପାଇଁ ଗୁରୁତ୍ୱପୂର୍ଣ୍ଣ ଭାରତ,” ଜୟଶଙ୍କରଙ୍କୁ ଭେଟିବା ପରେ ଆମେରିକା ବୈଦେଶିକ ମନ୍ତ୍ରୀ

September 23, 2025

ମାଓବାଦୀ ବିରୋଧୀ ଅଭିଯାନ: ସୁରକ୍ଷା ବାହିନୀକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶକ୍ତିଶାଳୀ ରାଷ୍ଟ୍ର କେବଳ ଶକ୍ତି ଉପରେ ନୁହେଁ ବରଂ ଚରିତ୍ର ଏବଂ ଏକତା ଉପରେ ନିର୍ମିତ: ଉପରାଷ୍ଟ୍ରପତି

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.