Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷାରେ ବେହାଲ ଦ୍ବୈତନଗରୀ କଟକ – ଭୁବନେଶ୍ବର
ଆଜିର ଖବର

ବର୍ଷାରେ ବେହାଲ ଦ୍ବୈତନଗରୀ କଟକ – ଭୁବନେଶ୍ବର

September 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଣି ବର୍ଷା ପାଣିରେ ଭାସିଲା ସ୍ମାର୍ଟସିଟି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଘନୀଭୂତ ହେଉଛି । ଯାହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ଲାଗି ରହିଛି । ଦୁଇଦିନ ହେବ ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଅଧିକାଂଶ ସ୍ଥାନ ଜଳମଗ୍ନ ହୋଇପଡ଼ିଛି । ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଅଧିକାଂଶ ସ୍ଥାନ ଜଳମଗ୍ନ ହୋଇପଡ଼ିଛି । ସାଧାରଣ ଲୋକଙ୍କ ଘର ଭିତରେ ମଧ୍ୟ ପାଣି ପଶିଯାଇଛି । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରସୁଲଗଡ଼ ଓଭର ବ୍ରିଜ, ସାମନ୍ତରାପୁର ଭଳି ଭୁବନେଶ୍ୱରର ଅଧିକାଂଶ ସ୍ଥାନରେ  ରାସ୍ତା ଉପରେ ଆଣ୍ଠୁଏ ପାଣି ଲହଡ଼ି ମାରୁଛି  । କେବଳ ଭୁବନେଶ୍ବର ନୁହେଁ କଟକର ମଧ୍ୟ ଅଧିକାଂଶ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି । ଭୁବନେଶ୍ବରରେ ପୂର୍ବରୁ ମଧ୍ୟ ବର୍ଷା ହେଲେ ଜଳମଗ୍ନ ଅବସ୍ଥା ହେଉଥିବାବେଳେ ଏଥିପାଇଁ ଅନେକ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ସମାନ ପରିସ୍ଥିତି ସୃଷ୍ଟି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.