Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନାଗଡ଼ ଦୁଷ୍କର୍ମ ମାମଲା: ଜଣେ ନାବାଳକ ସହ ୭ ଗିରଫ, ଡ୍ରାଇଭର ମୁଖ୍ୟ ସାକ୍ଷୀ
ଆଜିର ଖବର

ଜୁନାଗଡ଼ ଦୁଷ୍କର୍ମ ମାମଲା: ଜଣେ ନାବାଳକ ସହ ୭ ଗିରଫ, ଡ୍ରାଇଭର ମୁଖ୍ୟ ସାକ୍ଷୀ

September 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଗଣଦୁଷ୍କର୍ମ ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି । ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ମଧ୍ୟ ରହିଛନ୍ତି । ଦୁଷ୍କର୍ମ ଘଟଣାରେ ୪ ଜଣ ଓ ଭିଡ଼ିଓ ଭାଇରାଲ ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସ୍‌ପି । ସୂଚନା ଅନୁସାରେ, ଗତ ୧୪ ତାରିଖରେ ପୀଡ଼ିତା ଜଣକ ଭବାନୀପାଟଣାରୁ ନିଜ ଘରକୁ ଜଣଙ୍କ ସହ ଫେରୁଥିଲେ । ଏହି ସମୟରେ ଜାରିଙ୍ଗ ଜଙ୍ଗଲ ଭିତରେ ୫ରୁ ୬ ଜଣ ଯୁବକ ତାଙ୍କୁ ଛୁରି ଦେଖାଇ ଜଙ୍ଗଲ ଭିତରକୁ ନେଇଯାଇଥିଲେ । ଏହାପରେ ସେମାନେ ଗଣଦୁଷ୍କର୍ମ କରିଥିଲେ । ଏହା ପରେ ସେହି ସମୟର ଘଟଣାକୁ ମୋବାଇଲରେ ସୁଟିଂ କରି ଭିଡ଼ିଓ ଭାଇରାଲ କରିଛନ୍ତି । ଯୁବତୀଙ୍କୁ ଲିଫ୍ଟ ଦେଇଥିବା ଡ୍ରାଇଭର ମୁଖ୍ୟ ସାକ୍ଷୀ ରହିଛି । ଡ୍ରାଇଭରର ଏ ମାମଲାରେ କୌଣସି ସଂପୃକ୍ତି ନ ଥିବା ଏସ୍‌ପି ସ୍ପଷ୍ଟ କରିଛନ୍ତି । ଦୁଷ୍କର୍ମ ଘଟଣାରେ ୪ ଜଣ ଓ ଭିଡ଼ିଓ ଭାଇରାଲ ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି । ସାକ୍ଷୀର ବୟାନ ଆଧାରରେ ପୋଲିସ ତଦନ୍ତ ଆଗକୁ ବଢ଼ାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 23, 2025

ପ୍ରବଳ ବର୍ଷା ଯୋଗୁଁ କୋଲକାତାରେ ୭ ମୃତ୍ୟୁ: ମୁମ୍ବାଇକୁ ଚେତାବନୀ ଜାରି

September 23, 2025

ବିନା ଟିକେଟରେ ବିମାନରେ ଲୁଚି ନୂଆଦିଲ୍ଲୀ ପଳାଇ ଆସିଲେ ଜଣେ ବାଳକ, ସୁରକ୍ଷା କର୍ମି ଆଶ୍ଚର୍ଯ୍ୟ

September 23, 2025

ନବରାତ୍ରୀ ପୂଜା, ଜାଣନ୍ତୁ ନଅ ଦିନ ଧରି କେଉଁ କେଉଁ ଦେବୀଙ୍କୁ କରାଯାଏ ପୂଜା

September 23, 2025
Latest News

ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 23, 2025

ପ୍ରବଳ ବର୍ଷା ଯୋଗୁଁ କୋଲକାତାରେ ୭ ମୃତ୍ୟୁ: ମୁମ୍ବାଇକୁ ଚେତାବନୀ ଜାରି

September 23, 2025

ବିନା ଟିକେଟରେ ବିମାନରେ ଲୁଚି ନୂଆଦିଲ୍ଲୀ ପଳାଇ ଆସିଲେ ଜଣେ ବାଳକ, ସୁରକ୍ଷା କର୍ମି ଆଶ୍ଚର୍ଯ୍ୟ

September 23, 2025

ନବରାତ୍ରୀ ପୂଜା, ଜାଣନ୍ତୁ ନଅ ଦିନ ଧରି କେଉଁ କେଉଁ ଦେବୀଙ୍କୁ କରାଯାଏ ପୂଜା

September 23, 2025

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସାମିଲ ହେଲେ ଆଚାର୍ଯ୍ୟ ବାଲକୃଷ୍ଣ: ପତଞ୍ଜଳି ର ଦାବି

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.