Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନାଗଡ଼ ଦୁଷ୍କର୍ମ ମାମଲା: ଜଣେ ନାବାଳକ ସହ ୭ ଗିରଫ, ଡ୍ରାଇଭର ମୁଖ୍ୟ ସାକ୍ଷୀ
ଆଜିର ଖବର

ଜୁନାଗଡ଼ ଦୁଷ୍କର୍ମ ମାମଲା: ଜଣେ ନାବାଳକ ସହ ୭ ଗିରଫ, ଡ୍ରାଇଭର ମୁଖ୍ୟ ସାକ୍ଷୀ

September 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଗଣଦୁଷ୍କର୍ମ ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି । ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ମଧ୍ୟ ରହିଛନ୍ତି । ଦୁଷ୍କର୍ମ ଘଟଣାରେ ୪ ଜଣ ଓ ଭିଡ଼ିଓ ଭାଇରାଲ ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସ୍‌ପି । ସୂଚନା ଅନୁସାରେ, ଗତ ୧୪ ତାରିଖରେ ପୀଡ଼ିତା ଜଣକ ଭବାନୀପାଟଣାରୁ ନିଜ ଘରକୁ ଜଣଙ୍କ ସହ ଫେରୁଥିଲେ । ଏହି ସମୟରେ ଜାରିଙ୍ଗ ଜଙ୍ଗଲ ଭିତରେ ୫ରୁ ୬ ଜଣ ଯୁବକ ତାଙ୍କୁ ଛୁରି ଦେଖାଇ ଜଙ୍ଗଲ ଭିତରକୁ ନେଇଯାଇଥିଲେ । ଏହାପରେ ସେମାନେ ଗଣଦୁଷ୍କର୍ମ କରିଥିଲେ । ଏହା ପରେ ସେହି ସମୟର ଘଟଣାକୁ ମୋବାଇଲରେ ସୁଟିଂ କରି ଭିଡ଼ିଓ ଭାଇରାଲ କରିଛନ୍ତି । ଯୁବତୀଙ୍କୁ ଲିଫ୍ଟ ଦେଇଥିବା ଡ୍ରାଇଭର ମୁଖ୍ୟ ସାକ୍ଷୀ ରହିଛି । ଡ୍ରାଇଭରର ଏ ମାମଲାରେ କୌଣସି ସଂପୃକ୍ତି ନ ଥିବା ଏସ୍‌ପି ସ୍ପଷ୍ଟ କରିଛନ୍ତି । ଦୁଷ୍କର୍ମ ଘଟଣାରେ ୪ ଜଣ ଓ ଭିଡ଼ିଓ ଭାଇରାଲ ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି । ସାକ୍ଷୀର ବୟାନ ଆଧାରରେ ପୋଲିସ ତଦନ୍ତ ଆଗକୁ ବଢ଼ାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.