Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୈଶ୍‌ର ଟାର୍ଗେଟ୍‌ରେ ମୋଦି ଓ ଡୋଭାଲ୍‌
ଆଜିର ଖବର

ଜୈଶ୍‌ର ଟାର୍ଗେଟ୍‌ରେ ମୋଦି ଓ ଡୋଭାଲ୍‌

September 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ଟାର୍ଗେଟ୍‌ରେ ଭାରତର ୩ ଶକ୍ତିଶାଳୀ ବ୍ୟକ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଜୈଶ୍‌ରେ ହିଟ୍‌ ଲିଷ୍ଟରେ ଥିବା ଜଣାପଡ଼ିଛି। ବ୍ୟୁରୋ ଅଫ୍‌ ସିଭିଲ ଆଭିଏସନ୍‌ ସିକ୍ୟୁରିଟି ଗତ କିଛି ଦିନ ତଳେ ଏକ ଚିଠି ପାଇଛି ଯେଉଁଥିରେ ଲେଖାଅଛି ଏହି ଆତଙ୍କୀ ସଂଗଠନ ମୋଦି,ଶାହ ଏବଂ ଡୋଭାଲଙ୍କ ଉପରେ ଆକ୍ରମଣ କରିବାକୁ ଯୋଜନା କରୁଛି। ଜମ୍ମୁ-କଶ୍ମୀର ପାଇଁ ଲାଗୁ ହେଉଥିବା ୩୭୦ ଧାରା ଉଚ୍ଛେଦ ପରେ ପ୍ରତିଶୋଧ ନେବା ପାଇଁ ସେମାନେ ଏହି ଷଡ଼ଯନ୍ତ୍ର କରୁଥିବା ଏଥିରେ ଉଲ୍ଲେଖ କରାଯାଇଛି। ଏହି ସୂତ୍ରରୁ ଜଣାପଡ଼ିଛି ଜୈଶ ଭାରତର ୩୦ଟି ପ୍ରମୁଖ ସହରକୁ ମଧ୍ୟ ଆକ୍ରମଣ ତାଲିକାରେ ରଖିଛି। ଏଥିରେ ଜମ୍ମୁ, ପଠାନ୍‌କୋଟ୍‌, ଅମୃତସର, ଜୟପୁର, ଗାନ୍ଧିନଗର, କାନପୁର ଏବଂ ଲକ୍ଷ୍ନୌ ଆଦି ସହର ରହିଛି। ଏହି ଚିଠିରେ ଆହୁରି ମଧ୍ୟ ଉଲ୍ଲେଖ ରହିଥିଲା ଜୈଶ ୪ଟି ବିମାନବନ୍ଦର ଉପରେ ମଧ୍ୟ ଆକ୍ରମଣ କରିବ। ଏଥିପାଇଁ ହାଇ ଆଲର୍ଟ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରେଲ୍ ନୀରର ମୂଲ୍ୟ ଏବେ ୧୪ ଟଙ୍କା: ଅଧିକ ପଇସା ନେଲେ ଏଭଳି ଅଭିଯୋଗ କରନ୍ତୁ ଯାତ୍ରୀ

September 23, 2025

ମାଓବାଦୀ ବିରୋଧୀ ଅଭିଯାନ: ସୁରକ୍ଷା ବାହିନୀକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

September 23, 2025

ପ୍ରଥମ ଥର ପାଇଁ ଓଡ଼ିଶାରେ ହେବ ଜାତୀୟ ମେଡ଼ିଏସନ୍ କର୍ମଶାଳା: ଆଇନ ମନ୍ତ୍ରୀ କଲେ ସମୀକ୍ଷା

September 23, 2025
Latest News

ଏହି ଭାରତୀୟମାନଙ୍କୁ ମିଳିପାରେ ବର୍ଦ୍ଧିତ ଏଚ-୧ବି ଭିସା ଫି ରୁ ମୁକ୍ତି: ଟ୍ରମ୍ପ କରିବେ ଘୋଷଣା

September 23, 2025

ରେଲ୍ ନୀରର ମୂଲ୍ୟ ଏବେ ୧୪ ଟଙ୍କା: ଅଧିକ ପଇସା ନେଲେ ଏଭଳି ଅଭିଯୋଗ କରନ୍ତୁ ଯାତ୍ରୀ

September 23, 2025

“ଆମେରିକା ପାଇଁ ଗୁରୁତ୍ୱପୂର୍ଣ୍ଣ ଭାରତ,” ଜୟଶଙ୍କରଙ୍କୁ ଭେଟିବା ପରେ ଆମେରିକା ବୈଦେଶିକ ମନ୍ତ୍ରୀ

September 23, 2025

ମାଓବାଦୀ ବିରୋଧୀ ଅଭିଯାନ: ସୁରକ୍ଷା ବାହିନୀକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶକ୍ତିଶାଳୀ ରାଷ୍ଟ୍ର କେବଳ ଶକ୍ତି ଉପରେ ନୁହେଁ ବରଂ ଚରିତ୍ର ଏବଂ ଏକତା ଉପରେ ନିର୍ମିତ: ଉପରାଷ୍ଟ୍ରପତି

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.