Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଆଜିର ଖବର

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

September 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡିଶାରେ ପହଞ୍ଚିଛନ୍ତି । ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ବାୟୁସେନାର ସ୍ବତନ୍ତ୍ର ବିମାନ ରାଜକମଲ ଜରିଆରେ କୋବିନ୍ଦ ଭୁବନେଶ୍ବରରେ ପହଞ୍ଚିଛନ୍ତି । ଦୁଇ ଦିନିଆ ଓଡିଶା ଗସ୍ତରେ ରହିଥିବା କୋବିନ୍ଦ ଅପରାହ୍ନ 3.30ରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ଗୋଳାବନ୍ଧ ଆର୍ମି ଏଡି କଲେଜ୍‌ ଯିବେ । ଏହି କାର୍ଯ୍ୟକ୍ରମରେ ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାୱତ, ଓଡ଼ିଶା ରାଜ୍ୟପାଳ ଫ୍ରପେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଲେଫ୍ଟନାଣ୍ଟ ଜେନେରାଲ ଅଶ୍ବିନୀ କୁମାର ଓ ଲେଫ୍ଟନାଣ୍ଟ ଜେନେରାଲ ଏ.ପି. ସିଂ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

January 25, 2026

ଲାଡ୍ଡା -ଜେମାଦେଇପେଣ୍ଠ ଷ୍ଟେସନ ମଧ୍ୟରେ ନବନିର୍ମିତ ତୃତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

January 25, 2026

୧୬ତମ ଜାତୀୟ ଭୋଟଦାତା ଦିବସ ପାଳନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

January 25, 2026

982 କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକ ପ୍ରଦାନ: ଜାଣନ୍ତୁ ଓଡିଶାର କେତେଜଣ ପାଇବେ ସମ୍ମାନ?

January 25, 2026
Latest News

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନିତ ଚାରି ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

January 25, 2026

ଅଭିଷେକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ: ନ୍ୟୁଜିଲ୍ୟାଣ୍ଡ ଠାରୁ ଭାରତର ବଡ଼ ବିଜୟ ହାସଲ

January 25, 2026

ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

January 25, 2026

ସ୍କୁଲ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026

ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନିତ ଚାରି ଓଡିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.