Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନାଗଡ଼ ଦୁଷ୍କର୍ମ ମାମଲାକୁ ବିଜେପି ଓ ବିଜେଡ଼ି ମଧ୍ୟରେ କାଦୁଆ ଫିଙ୍ଗା ରାଜନୀତି
ଆଜିର ଖବର

ଜୁନାଗଡ଼ ଦୁଷ୍କର୍ମ ମାମଲାକୁ ବିଜେପି ଓ ବିଜେଡ଼ି ମଧ୍ୟରେ କାଦୁଆ ଫିଙ୍ଗା ରାଜନୀତି

September 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି ଜୁନାଗଡ଼ ଦୁଷ୍କର୍ମ ମାମଲାକୁ ନେଇ ଏବେ ବିଜେଡ଼ି ଓ ବିଜେପି ମଧ୍ୟରେ କାଦୁଅ ଫିଙ୍ଗା ରାଜନୀତି ଚାଲିଛି । ଡ୍ରାଇଭର ଲଳିନ୍ଦ୍ର ଶବରକୁ ଖସାଇ ଦେବାରେ ବିଜେଡ଼ି ମନ୍ତ୍ରୀ ଓ ନେତାଙ୍କ ହାତ ଥିବା ବିଜେପି ଅଭିଯୋଗ କରିଛି । ସେ ବିଜେଡ଼ି ନେତାଙ୍କ ବସ୍‌ ଡ୍ରାଇଭର ବୋଲି ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତ ସିଂହାର କହିଛନ୍ତି। ପୋଲିସ କାହିଁକି ଡ୍ରାଇଭରକୁ ଛାଡ଼ି ଦିଆଯାଇଛି ତାହାର ଜବାବ ମାଗିଛନ୍ତି । ଅନ୍ୟପକ୍ଷରେ ଏହାକୁ ରାଜନୀତିକରଣ ନ କରିବାକୁ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଲେଖାଶ୍ରୀଙ୍କ ଅଭିଯୋଗ ମୁତାବକ, ଲଳିନ୍ଦ୍ର ଓରଫ୍ ନରେନ୍ଦ୍ର ଶବର ହେଉଛି ପ୍ରବୋଧ ରଥଙ୍କ ବସ୍‌ ଡ୍ରାଇଭର। ସେ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କାର୍ଯ୍ୟକାରୀ ସଭାପତି । ତାଙ୍କୁ କିଛି ଦିନ ତଳେ ନିଯୁକ୍ତି ଦିଆଯାଇଛି । ଲଳିନ୍ଦ୍ର ତାଙ୍କର ସୁଭଦ୍ରା ନାମରେ ଘରୋଇ ବସ୍‌ ଚଲାଏ । ସେ ହିଁ ଘଟଣାର ମୁଖ୍ୟ ଅଭିଯୁକ୍ତ । ଅପରପକ୍ଷରେ ପୀଡ଼ିତା ଜଣକ ଲଳିନ୍ଦ୍ରଙ୍କୁ ତାଙ୍କୁ ମୁଖ୍ୟ ଅଭିଯୁକ୍ତ କହିଥିବାବେଳେ ଯଦି ତାଙ୍କୁ ଛଡାଯାଏ, ତେବେ ସେ ଆତ୍ମହତ୍ୟା କରିବେ ବୋଲି କହିଛନ୍ତି । ତେବେ ବିଜେପିର ଏପରି ଅଭିଯୋଗକୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହାକୁ ରାଜନୀତିକରଣ ନ କରିବାକୁ କହିଥିବାବେଳେ ପୋଲିସ୍‌ ତା’ର କାର୍ଯ୍ୟ ଠିକ୍‌ ରୂପେ କରୁଛି ଓ ଅଭିଯୁକ୍ତ ନିଶ୍ଚିତ ଦଣ୍ଡ ପାଇବ ବୋଲି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026
Latest News

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.