Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନଦୀ ଟ୍ରିବ୍ୟୁନାଲରେ ଓଡ଼ିଶା-ଛତିଶଗଡ଼ ଜଳ ବିବାଦ ମାମଲା: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣୀ
ଆଜିର ଖବର

ମହାନଦୀ ଟ୍ରିବ୍ୟୁନାଲରେ ଓଡ଼ିଶା-ଛତିଶଗଡ଼ ଜଳ ବିବାଦ ମାମଲା: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣୀ

September 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଆଜି ଟ୍ରିବ୍ୟୁନାଲ ଶୁଣାଣୀ କରିଛନ୍ତି। ଉଭୟ ରାଜ୍ୟର ବୈଷୟିକ ଟିମ ୨ ରାଜ୍ୟ ଗସ୍ତ କରିବେ । ଏହାପରେ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରାଯାଇଥିବା ଟ୍ରିବ୍ୟୁନାଲରେ ନିଷ୍ପତି ନିଆଯାଇଛି ବୋଲି ଓଡ଼ିଶା ଆଡଭୋକେଟ ଜେନେରାଲ ଅଶୋକ ପରିଜା ସୂଚନା ଦେଇଛନ୍ତି ।  ଆଜି ମହାନଦୀ ଟ୍ରିବ୍ୟୁନାଲରେ ଜଳ ବିବାଦକୁ ନେଇ ଉଭୟ ରାଜ୍ୟ ନିଜ ନିଜ ପକ୍ଷ ରଖିଥିଲେ । ଏହା ସହ ଆଜି ମହାନଦୀ ଜଳ ବିବାଦକୁ ନେଇ ହୋଇଥିବା ଶୁଣାଣୀରେ ଉଭୟ ରାଜ୍ୟ ବୈଷୟିକ ଟିମ ୨ ରାଜ୍ୟ ଗସ୍ତ କରିବାକୁ ନିଷ୍ପତ୍ତି ହୋଇଛି । ଛତିଶଗଡ଼ରେ ପ୍ରକଳ୍ପର ସମୀକ୍ଷା ପାଇଁ ଅକ୍ଟୋବର ୩୦ରୁ ନଭେମ୍ବର ୨ ଯାଏ ଯିବେ ଓଡ଼ିଶା ଟିମ୍‌ର ଛତିଶଗଡ଼ ଗସ୍ତ କରିବ ।  ନଭେମ୍ବର ୧୭ରୁ ୧୯ ଯାଏ ଓଡ଼ିଶାରେ ସମୀକ୍ଷା କରିବ ଛତିଶଗଡ଼ ଟିମ୍‌ ।  ଉଭୟ ରାଜ୍ୟ ପରସ୍ପରର ପ୍ରକଳ୍ପ ଦେଖିବା ପରେ ପ୍ରସ୍ତୁତ ହେବ ଯୁଗ୍ମ ରିପୋର୍ଟ  । ଏହା ସରିବା ପରେ ଚୂଡ଼ାନ୍ତ ରାୟ ଦିଆଯିବ । ତେଣୁ ଆସନ୍ତା ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

January 25, 2026

ଲାଡ୍ଡା -ଜେମାଦେଇପେଣ୍ଠ ଷ୍ଟେସନ ମଧ୍ୟରେ ନବନିର୍ମିତ ତୃତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

January 25, 2026

୧୬ତମ ଜାତୀୟ ଭୋଟଦାତା ଦିବସ ପାଳନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

January 25, 2026

982 କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକ ପ୍ରଦାନ: ଜାଣନ୍ତୁ ଓଡିଶାର କେତେଜଣ ପାଇବେ ସମ୍ମାନ?

January 25, 2026
Latest News

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନିତ ଚାରି ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

January 25, 2026

ଅଭିଷେକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ: ନ୍ୟୁଜିଲ୍ୟାଣ୍ଡ ଠାରୁ ଭାରତର ବଡ଼ ବିଜୟ ହାସଲ

January 25, 2026

ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

January 25, 2026

ସ୍କୁଲ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026

ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନିତ ଚାରି ଓଡିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.