Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନଦୀ ଟ୍ରିବ୍ୟୁନାଲରେ ଓଡ଼ିଶା-ଛତିଶଗଡ଼ ଜଳ ବିବାଦ ମାମଲା: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣୀ
ଆଜିର ଖବର

ମହାନଦୀ ଟ୍ରିବ୍ୟୁନାଲରେ ଓଡ଼ିଶା-ଛତିଶଗଡ଼ ଜଳ ବିବାଦ ମାମଲା: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣୀ

September 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଆଜି ଟ୍ରିବ୍ୟୁନାଲ ଶୁଣାଣୀ କରିଛନ୍ତି। ଉଭୟ ରାଜ୍ୟର ବୈଷୟିକ ଟିମ ୨ ରାଜ୍ୟ ଗସ୍ତ କରିବେ । ଏହାପରେ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରାଯାଇଥିବା ଟ୍ରିବ୍ୟୁନାଲରେ ନିଷ୍ପତି ନିଆଯାଇଛି ବୋଲି ଓଡ଼ିଶା ଆଡଭୋକେଟ ଜେନେରାଲ ଅଶୋକ ପରିଜା ସୂଚନା ଦେଇଛନ୍ତି ।  ଆଜି ମହାନଦୀ ଟ୍ରିବ୍ୟୁନାଲରେ ଜଳ ବିବାଦକୁ ନେଇ ଉଭୟ ରାଜ୍ୟ ନିଜ ନିଜ ପକ୍ଷ ରଖିଥିଲେ । ଏହା ସହ ଆଜି ମହାନଦୀ ଜଳ ବିବାଦକୁ ନେଇ ହୋଇଥିବା ଶୁଣାଣୀରେ ଉଭୟ ରାଜ୍ୟ ବୈଷୟିକ ଟିମ ୨ ରାଜ୍ୟ ଗସ୍ତ କରିବାକୁ ନିଷ୍ପତ୍ତି ହୋଇଛି । ଛତିଶଗଡ଼ରେ ପ୍ରକଳ୍ପର ସମୀକ୍ଷା ପାଇଁ ଅକ୍ଟୋବର ୩୦ରୁ ନଭେମ୍ବର ୨ ଯାଏ ଯିବେ ଓଡ଼ିଶା ଟିମ୍‌ର ଛତିଶଗଡ଼ ଗସ୍ତ କରିବ ।  ନଭେମ୍ବର ୧୭ରୁ ୧୯ ଯାଏ ଓଡ଼ିଶାରେ ସମୀକ୍ଷା କରିବ ଛତିଶଗଡ଼ ଟିମ୍‌ ।  ଉଭୟ ରାଜ୍ୟ ପରସ୍ପରର ପ୍ରକଳ୍ପ ଦେଖିବା ପରେ ପ୍ରସ୍ତୁତ ହେବ ଯୁଗ୍ମ ରିପୋର୍ଟ  । ଏହା ସରିବା ପରେ ଚୂଡ଼ାନ୍ତ ରାୟ ଦିଆଯିବ । ତେଣୁ ଆସନ୍ତା ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Latest News

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.