Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ଥାନ ରାଷ୍ଟ୍ରପତି ନିର୍ବାଚନ ସମୟରେ ବିସ୍ଫୋରଣ , ୧୫ ଆହତ
ଆଜିର ଖବର

ଆଫଗାନିସ୍ଥାନ ରାଷ୍ଟ୍ରପତି ନିର୍ବାଚନ ସମୟରେ ବିସ୍ଫୋରଣ , ୧୫ ଆହତ

September 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଆଫଗାନିସ୍ଥାନଠାରେ ହେଉଥିବା ରାଷ୍ଟ୍ରପତି ନିର୍ବାଚନ ସମୟରେ ଏକ ଭୋଟିଂ ବୁ୍ଥ ପାଖରେ ବିସ୍ଫୋରଣ ହୋଇଛି । ଏଥିରେ ୧୫ଜଣ ଆହତ ହୋଇଥିବାର ସୂଚନା ରହିଛି । ଆଫଗାନିସ୍ଥାନ ରାଷ୍ଟ୍ରପତି ନିର୍ବାଚନରେ ଅଶରଫ୍‌ ଗନି ଓ ଅବଦୁଲ୍ଲା-ଅବଦୁଲ୍ଲାଙ୍କ ମଧ୍ୟରେ ନିର୍ବାଚନୀ ଲଢେଇ ହେଉଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ତରଫରୁ ତାଲିବାନ ଶାନ୍ତି ବାର୍ତ୍ତା ପ୍ରସଙ୍ଗକୁ ରଦ୍ଦ କରାଯିବା ପରେ ଆଫଗାନିସ୍ଥାନରେ ରାଜନୖେତିକ ଅନିଶ୍ଚିତତା ସୃଷ୍ଟି ହୋଇଛି । ତାଲିବାନରେ ମତଦାନ ପ୍ରକ୍ରିୟାରୁ ଦୂରରେ ରହିବାକୁ ଧମକ ଦିଆଯାଇଥିଲା । ଏହାକୁ ନଜର ରଖି ତାଲିବାନୀ ଆତଙ୍କବାଦୀଙ୍କ ସହ ମୁକାବିଲା କରିବା ପାଇଁ ଆଫଗାନିସ୍ଥାନରେ ଦଶହଜାର ସୁରକ୍ଷା ବଳକଙ୍କୁ ନିୟୋଜିତ କରାଯାଇଥଛି ।

Share. Facebook Twitter LinkedIn Email WhatsApp Copy Link

Related Posts

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026
Latest News

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.