Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କୁ ଭେଟିି ଧାରା ୩୭୦ ଉଚ୍ଛେଦ ସଂର୍ପକରେ ଅବଗତ କରାଇଲେ ବିଜେପି ନେତୃବୃନ୍ଦ
ଆଜିର ଖବର

ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କୁ ଭେଟିି ଧାରା ୩୭୦ ଉଚ୍ଛେଦ ସଂର୍ପକରେ ଅବଗତ କରାଇଲେ ବିଜେପି ନେତୃବୃନ୍ଦ

September 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର: ଧାରା ୩୭୦ ଓ ୩୫ (ଏ) ଉଚ୍ଛେଦ ମୋଦି ସରକାରଙ୍କ ଏକ ଐତିହାସିକ ନିଷ୍ପତି । ଏହା ଦ୍ୱାରା ଦେଶର ସମସ୍ତ ରାଜ୍ୟ ଭଳି ଜାମ୍ମୁକାଶ୍ମିର ବାସିନ୍ଦା କେନ୍ଦ୍ରସରକାରଙ୍କ ସମସ୍ତ ଯୋଜନାର ଲାଭ ଏବଂ ସୁବିଧା ନେଇପାରିବେ । ଏହି ଧାରା ହଟିବା ପରେ ଏହାର ଉବଲବ୍ଧୀ ଜନମାନସରେ ପହଂଚାଇବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ଜନସଂର୍ପକ କାର୍ଯ୍ୟକ୍ରମ କରାଯାଉଛି । ଏଥି ସହ ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କୁ ଭେଟି ଏ ସଂର୍ପକରେ ଅବଗତ କରାଯାଉଛି । ଏହି ଅବସରରେ ପୂର୍ବତନ ମନ୍ତ୍ରୀ କେ.ଭି ସିଂହଦେଓ ଏବଂ ରାଜ୍ୟ ବିଜେପି ଉପସଭାପତି ସମୀର ମହାନ୍ତି ସମାଜର ବିଭିନ୍ନ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କୁ ଭେଟିି ଧାରା ୩୭୦ ଓ ୩୫ (ଏ) ଉଚ୍ଛେଦ ସଂର୍ପକରେ ଅବଗତ କରାଇଛନ୍ତି । ଉଭୟ ଅବସରପ୍ରାପ୍ତ ମେଜର ଜେନେରାଲ କେ.ପି ଧଳସାମନ୍ତଙ୍କୁ ଭେଟି ଏହି ଦୁଇ ଧାରା ଉଚ୍ଛେଦ ନେଇ ଆଲୋଚନା କରିବା ସହ ସେ ସମ୍ବନ୍ଧୀୟ ଏକ ପୁସ୍ତିକା ପ୍ରଦାନ କରିଥଲେ । ସେହିପରି ଓଡିଶା ବାର କାଉନସିଲର ପୂର୍ବତନ ସଭାପତି ତଥା ବରିଷ୍ଠ ଆଇନଜୀବୀ ମାନସ ମହାପାତ୍ର, ଗୁରୁଦ୍ୱାର ପ୍ରବନ୍ଧକ କମିଟିର ସଭାପତି ସତପାଳ ସିଂହ, ସି.ଭି ରମଣ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନର ଚେୟାରମ୍ୟାନ ଇଂ ସଂଜୀବ ରାଉତଙ୍କୁ ଉଭୟ ନେତୃବୃନ୍ଦ ଭେଟି ଧାରା ଉଚ୍ଛେଦ ପରେ ଜାମ୍ମୁ କାଶ୍ମିରର ସାଂପ୍ରତିକ ସ୍ଥିତି ସଂର୍ପକରେ ଆଲୋଚନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.